Posted inଜାତୀୟ

ଶେଷରେ ୯୦ ଫୁଟ ତଳେ ଜୀବନ ହାରିଲେ ୨ ବର୍ଷର ଶିଶୁ ସୁଜିତ୍‌

ଚେନ୍ନାଇ,୨୯।୧୦: ଗତ ଶୁକ୍ରବାର ତାମିଲନାଡୁର ତ୍ରିଚିରେ ଏକ ବୋରୱେଲ ଭିତରକୁ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ ୱିଲଶନର ମୃତଦେହ ସୋମବାର ବିଳମ୍ବିତ ରାତିରେ ଉଦ୍ଧାର କରାଯାଇଛି। ୯୦ ଫୁଟ ତଳକୁ ଖସିପଡିଥିବା ସୁଜିତଙ୍କୁ ବୋରଓ୍ବେଲରୁ ଉଦ୍ଧାର କରିବା ପାଇଁ ଆପ୍ରାଣ ଉଦ୍ୟମ କରାଯାଇଥିଲେ ମଧ୍ୟ ଶେଷରେ ତାଙ୍କୁ ମୃତ ଭାବେ ଉଦ୍ଧାର କରାଯାଇଥିଲା। ସୂଚନାଯୋଗ୍ୟ, ଶୁକ୍ରବାର ସନ୍ଧ୍ୟା ୫ଟା ୩୦ରେ ଖେଳୁଥିବା ସମୟରେ ବୋରେଓୱଲ ଭିତରକୁ ଖସି ପଡ଼ିଛି। ଯାହାର ଗଭୀର ୭୦ ଫୁଟ ଥିଲା। ରାଜ୍ୟ ସରକାରଙ୍କ ତରଫରୁ ଉଦ୍ଧାର କାର୍ଯ୍ୟ ଚାଲିଥିଲା। ବୋରେଓୱଲ ନିକଟରେ ୧ ମିଟର ଓସାରର ଏକ ଗାତ ଖୋଳା ଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ନେତା ରାହୁଲ ଗାନ୍ଧି, ସୁପରଷ୍ଟ୍ରାର ରଜନୀକାନ୍ତ, କମଲ ହାସନ ଭଳି ଦେଶର ପ୍ରମୁଖ ପ୍ରମୁଖ ବ୍ୟକ୍ତି ସୁଜିତର ଉଦ୍ଧାର ପାଇଁ ଚିନ୍ତା ପ୍ରକଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?