୯୫,୩୮୦ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨-୧୧: ଉନ୍ନତ ପାର୍ବଣ ଚାହିଦା ସତ୍ତ୍ୱେ ଚଳିତ ବର୍ଷ ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ୧ ଲକ୍ଷ କୋଟି ଟଙ୍କା ନିମ୍ନରେ ରହିଛି। ଏହି ସମୟରେ ଜିଏସ୍‌ଟି ବାବଦକୁ ସରକାର ୯୫,୩୮୦ କୋଟି ଟଙ୍କା ଆଦାୟ କରିଥିବା ଜଣାପଡିଛି। ସେପ୍ଟେମ୍ବର ମାସରେ ସରକାର ୯୧,୯୧୬ କୋଟି ଟଙ୍କା ଜିଏସ୍‌ଟି ସଂଗ୍ରହ କରିଛନ୍ତି। ଗତ ବର୍ଷ ଅକ୍ଟୋବରେ ୧ ଲକ୍ଷ କୋଟି ଟଙ୍କା ପରୋକ୍ଷ ଟିକସ ସରକାର ସଂଗ୍ରହ କରିଥିଲେ। ଚଳିତ ବର୍ଷ ସମାନ ସମୟରେ ଏଥିରେ ୫.୨୯% ହ୍ରାସ ଘଟିଥିବା ଜଣାପଡିଛି। ଲଗାତର ଭାବେ ତୃତୀୟ ମାସ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟଙ୍କାରୁ କମ୍‌ ରହିଛି। ଅକ୍ଟୋବରର ମୋଟ୍‌ ଜିଏସ୍‌ଟି ମଧ୍ୟରୁ କେନ୍ଦ୍ର ଜିଏସ୍‌ଟି ବାବଦ ୧୭,୫୮୨ କୋଟି ଟଙ୍କା, ରାଜ୍ୟ ଜିଏସ୍‌ଟି ବାବଦ ୨୩,୬୭୪ କୋଟି ଟଙ୍କା, ସମନ୍ବିତ ଜିଏସ୍‌ଟି ବାବଦ ୪୬,୫୧୭ କୋଟି ଟଙ୍କା ଏବଂ ୭୬୦୭ କୋଟି ଟଙ୍କା ସେସ୍‌ ସାମିଲ ରହିଛି। ଏହି ସମୟରେ ୭୩.୮୩ ଲକ୍ଷ ଜିଏସ୍‌ଟି ଆର୍‌ ୩ବି ରିଟର୍ନ ଫାଇଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri