Posted inଫୁରସତ

୯୫ ବର୍ଷରେ ଗ୍ରାଜୁଏସନ ପାସ କଲେ ଭାଇଭଉଣୀ

କୁହାଯାଏ, ଇଚ୍ଛା ଥିଲେ ମଣିଷ ଲକ୍ଷ୍ୟସ୍ଥଳରେ ପହଞ୍ଚିପାରେ। ଏଥିରେ ବୟସ କେବେ ବି ବାଧକ ସାଜେ ନାହିଁ। ଏମିତି ପ୍ରମାଣ କରି ଦେଇଛନ୍ତି ଆମେରିକାର ଡେନଭରରେ ରହୁଥିବା ୯୫ ବର୍ଷୀୟ ଭାଇ ଏବଂ ୯୪ ବର୍ଷୀୟା ଭଉଣୀ। ବୟସର ଅପରାହ୍ନରେ ପହଞ୍ଚିଥିଲେ ମଧ୍ୟ ଲକ୍ଷ୍ୟସ୍ଥଳରୁ ଓହରି ଯାଇନାହାନ୍ତି। ଦୃଢ଼ ଇଚ୍ଛାଶକ୍ତି ଯୋଗୁ ସଫଳତା ହାସଲ କରିଛନ୍ତି ଡେନଭରରେ ରହୁଥିବା ଜଜ୍‌ ରେମିରେଜ୍‌ ଏବଂ ଏନିଟା ରେମିରେଜ୍‌। ଗ୍ରାଜୁଏସନ ପାସ କରିବାକୁ ୮୦ ବର୍ଷ ଧରି ପଢ଼ିବା ପରେ ଏହି ସଫଳତା ପାଇଛନ୍ତି ଭାଇଭଉଣୀ। ଖାଲି ଏତିକି ନୁହେଁ ହାଇସ୍କୁଲରେ ଭାଇଭଉଣୀ ସାଥୀ ହୋଇ ପଢ଼ିବା ସହ ଡିପ୍ଲୋମା ମଧ୍ୟ ପାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

ଏବେ ବି ପୋଖରୀ ଭରସା

ଗାଁ ହେଉ କି ସହର, ବିଶେଷକରି ଗ୍ରୀଷ୍ମଋତୁରେ ପ୍ରବଳଖରା ଯୋଗୁ ବିଭିନ୍ନ ଜଳଉତ୍ସ ଗୁଡ଼ିକ ଶୁଷ୍କ ହୋଇଯାଏ। ଚାରିଆଡ଼େ ଜଳସଙ୍କଟ ଦେଖାଦେଇଥାଏ। ଜଳସଂରକ୍ଷଣ ଓ ତା’ର...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିୟୁଟି ପାର୍ଲର

ଉନ୍ନାଓ: କୌଣସି ମଧ୍ୟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ବିଦ୍ୟାଳୟକୁ ଠିକ୍‌ ଭାବେ ଚଳାଇବା ସହ ଅନୁଶାସନ ବଜାୟ ରଖିବାର ସମ୍ପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri