Posted inଜାତୀୟ

୯ କୋଟି ଟଙ୍କାରେ ବିକ୍ରି ହେଲା ବିଶ୍ୱର ସବୁଠାରୁ ବିପଦଜ୍ଜନକ ଲ୍ୟାପଟପ୍‌

ନୂଆଦିଲ୍ଲୀ, ୨୯।୫: ବିଶ୍ୱର ସବୁଠାରୁ ବିପଦଜ୍ଜନକ ଲ୍ୟାପଟପ୍‌ ୧୩ଲକ୍ଷ ଡଲାର(ପାଖାପାଖି ୯ କୋଟି ଟଙ୍କା)ରେ ବିକ୍ରି ହୋଇଛି। ଅନଲାଇନ୍‌ ନିଲାମରେ ଏହା ବିକ୍ରି କରାଯାଇଛି ବୋଲି ଜଣାପଡିଛି। ସ୍ୟାମସଙ୍ଗ୍‌ କମ୍ପାନୀର ଏହି ଲ୍ୟାପଟପ୍‌ରେ ବିଶ୍ୱର ୬ଟି ବିପଦଜ୍ଜନକ ଭାଇରସ୍‌ ରହିଛି। ଏନସି୧୦ ମଡେଲର ଏହି ଲ୍ୟାପଟପ୍‌ ଯୋଗୁ ସାରା ବିଶ୍ୱରେ ପାଖାପାଖି ୯୫ ଆରବ ଡଲାରର କ୍ଷତି ହୋଇଛି। ଲ୍ୟାପ୍‌ଟପ୍‌କୁ ଇଣ୍ଟରନେଟ୍‌ଠାରୁ ଅଲଗା ରଖାଯିବା ସହ ଏହାକୁ ସୁରକ୍ଷିତ ରଖିବା ପାଇଁ ଏଥିରେ ଲଗାଯାଇଥିବା ପୋର୍ଟକୁ ଡିସାଏବୁଲ୍‌ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri