୯ ପ୍ରମୁଖ ସହରରେ ବିକ୍ରି ହୋଇନି ୪ ଲକ୍ଷ ଶସ୍ତା ଫ୍ଲାଟ୍‌

ନୂଆଦିଲ୍ଲୀ,୧୯-୮: ଶସ୍ତା ଘର ଚାହିଦା ବୃଦ୍ଧି ପାଇବା ସତ୍ତ୍ୱେ ଦେଶର ୯ ସହରରେ ୪.୧୨ ଲକ୍ଷ ଏଭଳି ଆପାର୍ଟମେଣ୍ଟ ଅଥବା ଫ୍ଲାଟ୍‌ ବିକ୍ରି ହୋଇପାରିନାହିଁ। ଏହି ଫ୍ଲାଟ୍‌ଗୁଡ଼ିକର ମୂଲ୍ୟ ୪୫ ଲକ୍ଷ ଟଙ୍କା ଭିତରେ ରହିଛି। ସମ୍ପତ୍ତି କିଣାବିକା ସେବା ଯୋଗାଇ ଦେଉଥିବା କମ୍ପାନୀ ପ୍ରପ୍‌ଟାଇଗର ପକ୍ଷରୁ ଏକ ରିପୋର୍ଟ ପ୍ରସ୍ତୁତ କରି କୁହାଯାଇଛି ଯେ, ୯ ପ୍ରମୁଖ ସହର ଗୁରୁଗ୍ରାମ୍‌, ନୋଏଡା, ମୁମ୍ବାଇ, କୋଲକାତା, ଚେନ୍ନାଇ, ବେଙ୍ଗାଲୁରୁ,ହାଇଦ୍ରାବାଦ, ପୁଣେ ଓ ଅହମ୍ମଦାବାଦ୍‌ରେ ୭,୯୭,୬୨୩ ଫ୍ଲାଟ ବିକ୍ରି ନ ହୋଇ ପଡିରହିଛି। ଏମାନଙ୍କ ମଧ୍ୟରୁ ୪,୧୨,୯୩୦ ଏଭଳି ଫ୍ଲାଟ୍‌ ରହିଛି, ଯାହାର ମୂଲ୍ୟ ୪୫ ଲକ୍ଷ ଟଙ୍କାରୁ କମ୍‌। ଏହା ଶସ୍ତା ଶ୍ରେଣୀର ଫ୍ଲାଟ୍‌ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦% ଷ୍ଟକ୍‌ ବିକିପାରନ୍ତି ଏଲନ ମସ୍କ

ନୂଆଦିଲ୍ଲୀ, ୮।୧୧:  ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସ୍‌ଲା କମ୍ପାନୀର ସିଇଓ ଏଲନ ମସ୍କ ୧୦% ଷ୍ଟକ୍‌ ବିକି ପାରନ୍ତି। ଏ ନେଇ ଶନିବାର ସେ...

ନୂଆ ଜିଏସ୍‌ଟି ନିୟମ ଅଧୀନରେ ୪୫ ହଜାର ସଂସ୍ଥା

ନୂଆଦିଲ୍ଲୀ: ସାମଗ୍ରୀ ଓ ସେବା ଟିକସ ବ୍ୟବସ୍ଥା(ଜିଏସ୍‌ଟି)ରେ ମାତ୍ର ୪୫ ହଜାର ପଞ୍ଜୀକୃତ ସଂସ୍ଥା ବାଧ୍ୟତାମୂଳକ ୧% ନଗଦ ଟିକସ ପ୍ରଦାନ କରିବେ। ଏହା ଜାନୁୟାରୀରୁ...

ରିଲାଏନ୍ସ ଦ୍ୱିତୀୟ ବୃହତ୍‌ ଅଭିବୃଦ୍ଧିଶୀଳ ରିଟେଲର

ନୂଆଦିଲ୍ଲୀ: ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ରିଟେଲ ଲିମିଟେଡ ବିଶ୍ୱର ଦ୍ୱିତୀୟ ବୃହତ୍‌ ଅଭିବୃଦ୍ଧିଶୀଳ ରିଟେଲର ଭାବେ ବିବେଚିତ ହୋଇଛି। ଡେଲଏଟ ପକ୍ଷରୁ ପ୍ରକାଶିତ ଏହି...

ପ୍ରକୃତି ଆମର ସଂସ୍କୃତିର ପରିଚୟ: ରାମଦେବ

ନୂଆଦିଲ୍ଲୀ,୩ା୮: ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ ଏବଂ ପତଞ୍ଜଳି ବିଶ୍ୱବିଦ୍ୟାଳୟ ହରିଦ୍ୱାରର ମିଳିତ ପ୍ରୟାସରେ ୪ ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ନିକଟରେ ଆରମ୍ଭ ହୋଇଯାଇଛି। ଉକ୍ତ ସମ୍ମିଳନୀରେ...

ଅଟୋ ସେକ୍ଟରରେ ମାନ୍ଦାବସ୍ଥା ପ୍ରଭାବ ଗମ୍ଭୀର: ଅଗଷ୍ଟରେ ମାରୁତି ବିକ୍ରି ୩୩% ହ୍ରାସ

ନୂଆଦିଲ୍ଲୀ,୨-୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥାରୁ ବାହାର କରି ଆଣିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପଦକ୍ଷେପ ଘୋଷଣା ହୋଇଥିଲେ ମଧ୍ୟ ଏହାର ପ୍ରଭାବ ସେଭଳି ଅନୁଭୁତ...

ବେଦାନ୍ତ ଫ୍ୟାଶନ୍ସ ଲିମିଟେଡ୍‌ର ଆଇପିଓ

ନୂଆଦିଲ୍ଲୀ,୩୦।୧: ବେଦାନ୍ତ ଫ୍ୟାଶନ୍ସ ଲିମିଟେଡ୍‌ ପକ୍ଷରୁ ଏହାର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଫେବୃୟାରୀ ୪ରେ ଖୋଲିବ ଓ ୮ରେ ବନ୍ଦ ହେବ। ଆଙ୍କର ନିବେଶକମାନଙ୍କ...

୫୬ ରାଷ୍ଟ୍ରାୟତ୍ତ କମ୍ପାନୀଙ୍କ ସ୍ଥିତି ଅତ୍ୟଧିକ ଖରାପ

ନୂଆଦିଲ୍ଲୀ,୧୬-୭: ଆର୍ଥିକ ସ୍ଥିତି ଦୃଷ୍ଟିରୁ ଦେଶରେ ରାଷ୍ଟ୍ରାୟତ୍ତ କମ୍ପାନୀଙ୍କ ସଂଖ୍ୟା ଗତ ୩ ବର୍ଷରେ ବଢ଼ିଚାଲିଛି। ୨୦୧୫-୧୬ରେ ଏହି ସଂଖ୍ୟା ୪୮ ଥିବା ବେଳେ ୨୦୧୭-୧୮ରେ...

ଏଲ୍‌ଆଇସିରେ ୨୦% ଏଫ୍‌ଡିଆଇକୁ କ୍ୟାବିନେଟ୍‌ ମୋହର

ନୂଆଦିଲ୍ଲୀ, ୨୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍ବୟଂଚାଳିତ ମାର୍ଗ ଜରିଆରେ ଭାରତୀୟ ଜୀବନ ବୀମା...

Advertisement
Archives

Model This Week