୯ ବଖରା ଜଳିଗଲା

ଭଣ୍ଡାରିପୋଖରୀ/ତିହିଡ଼ି, ୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ନେଉଳିଆ ଓ ତିହିଡ଼ି ଥାନା ବାରସର ପଞ୍ଚାୟତ ଅଧୀନ ଚକରାସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳି ଯାଇଛି। ସୂଚନା ଅନୁଯାୟୀ, ନେଉଳିଆ ଗଁାରେ ରବିବାର ସନ୍ଧ୍ୟାରେ ଅଗ୍ନିକାଣ୍ଡରେ ସୁଶାନ୍ତ ବଳଙ୍କ ୨ ବଖରା ବାସଗୃହ ସହ ଦୁଇଟି ଛଣଗଦା ପୋଡ଼ିଯାଇଛି। ଭଣ୍ଡାରିପୋଖରୀ ଦମକଳ କର୍ମଚାରୀ ଆସି ନିଅଁାକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ସେହିପରି ଚକରାସାହି ଗ୍ରାମର ରତ୍ନାକର ମଳିକ ଓ କୈଳାସ ମଳିକଙ୍କ ୫ ବଖରା ଘର ଜଳିଯାଇଛି। ବିଦ୍ୟୁତ୍‌ ଶଟ୍‌ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ତିହିଡ଼ିରୁ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଅଁା ଲିଭାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବାରେ ନାବାଳକଙ୍କ ସନ୍ଦେହଜନକ ମତ୍ୟୁ ଘଟଣା: ଅନ୍ତର୍ଜାତୀୟ ମାନବ ଅଧିକାର ପରିଷଦର ହସ୍ତକ୍ଷେପ

ବାଲେଶ୍ୱର ଅଫିସ,୧।୮- ବାଲେଶ୍ୱର ଜିଲା ବାଲିଆପାଳ ଥାନା ଇଡ଼କୋ ଛକ ସ୍ଥିତ ରାଜଧାନୀ ଢ଼ାବାରେ ଗତ ୨୬ ତାରିଖରେ ଜଣେ ନାବାଳକ କର୍ମଚାରୀଙ୍କ ମୃତ୍ୟୁକୁ ନେଇ...

ଅବସରପ୍ରାପ୍ତ ଜିଲା ଜଜ୍‌ଙ୍କ ତଦନ୍ତ ରିପୋର୍ଟ ଦାଖଲ

କଟକ ଅଫିସ, ୯।୧୧: ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ଚିକିତ୍ସା ଅବହେଳା ନେଇ ଆଗତ...

ସୋରଡ଼ାରେ ଅଗ୍ନିକାଣ୍ଡ: ୪ ଗୁରୁତର

ସୋରଡ଼ା,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡା ବ୍ଲକ ଗେଞ୍ଜା ପଞ୍ଚାୟତ ବନ୍ଧାଗୋଛା ଗ୍ରାମରେ ସୋମବାର ସନ୍ଧ୍ୟାରେ ଅଗ୍ନିଗାଣ୍ଡ ଘଟିଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ସେଥିମଧ୍ୟରୁ...

୧୪ ଶୈବପୀଠରେ ୧୪୪ ଧାରା

ଢେଙ୍କାନାଳ ଅଫିସ, ୨।୭-ଢେଙ୍କାନାଳର ସମସ୍ତ ଶୈବପୀଠରେ କାଉଡ଼ିଆଙ୍କ ଶ୍ରାବଣ ସୋମବାର ଜଳଲାଗିକୁ ନିଷେଧ କରାଯାଇଛି। ଜୁଲାଇ ୫, ୬, ୧୨, ୧୩, ୧୯, ୨୦,୨୬,୨୭, ଏବଂ...

ମୃତ କୁଟୁରା ଜବତ, ଜଣେ ଗିରଫ

କାମାକ୍ଷାନଗର, ୧୪।୬(ଡି.ଏନ୍‌.ଏ.)-କୁଟୁରା ଶିକାର ଅଭିଯୋଗରେ ଗିରଫ ହୋଇଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ମରୁଆବିଲି ପଞ୍ଚାୟତ ଅନ୍ତର୍ଗତ କମ୍ପୁଲେଇ ଗ୍ରାମର ରଥିଆ ମୁଣ୍ଡା (୪୦)।...

ପ୍ରତି ସପ୍ତାହରେ ବିଦ୍ୟୁତ୍‌ ଟ୍ରିପ୍‌ ସମୀକ୍ଷା

ଢେଙ୍କାନାଳ ଅଫିସ, ୪।୧୨ ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳ ଅନ୍ତର୍ଗତ ବେଣୀପଥର ହାତୀ ମୃତ୍ୟୁ ଘଟଣାରେ ବିଦ୍ୟୁତ୍‌ ବିଭାଗର ଦାୟିତ୍ୱହୀନତାକୁ ଦାୟୀ କରିଛି ବନ ବିଭାଗ।...

ବାଜି ମାରି ବାଇକ୍‌ ରେସିଂ କରିବା କାଳ ହେଲା: ଚାଲିଗଲା ଯୁବକଙ୍କ ଜୀବନ

ପାଟଣା,୨୩ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦୁଝର ରାସ୍ତାର ପୁଟୁଳିଆ ୟୁକାଲି ପଟାସ ଜଙ୍ଗଲ ନିକଟରେ ଶୁକ୍ରବାର ସକାଳୁ ଏକ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାପାଶର୍‌ବରେ ଥିବା...

ଥମୁନି ହାତୀ ଉପଦ୍ରବ

ଔପଦା, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମ ସନ୍ନିକଟ ପଶ୍ଚିମାଘାଟି ରାସ୍ତା ନିକଟସ୍ଥ ଅଞ୍ଚଳରେ କୁଲଡ଼ିହା ହାତୀପଲ ତାଣ୍ଡବ ଚଳାଇଛନ୍ତି। ସନ୍ଧ୍ୟା...

Advertisement
Archives

Model This Week