୯.୬% ଖସିବ ଜିଡିପି

ନୂଆଦିଲ୍ଲୀ: ୨୦୨୦-୨୧ରେ ଭାରତର ଜିଡିପି ୯.୬% ଖସିବା ନେଇ ବିଶ୍ୱବ୍ୟାଙ୍କ ପରିବର୍ତ୍ତିତ ଆକଳନରେ କହିଛି। ଜିଡିପି ୩.୨% ଖସିବ ବୋଲି ଏହା ପୂର୍ବରୁ ଆକଳନ କରିଥିଲା। କୋଭିଡ୍‌ ଜନିତ ଲକ୍‌ଡାଉନ ଏବଂ ବ୍ୟକ୍ତିବିଶେଷ ଏବଂ ଫାର୍ମଗୁଡିକର ଆୟରେ ଗଭୀର ଭାବେ ହ୍ରାସ ହେବା ଯୋଗୁ ଏଭଳି ସ୍ଥିତି ଉପୁଜିବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ୨୦୨୧-୨୨ରେ ଭାରତ ବଜାର ପୁଣି ଥରେ ଅଭିବୃଦ୍ଧି ପଥକୁ ଫେରିବ। ଏହି ସମୟରେ ଅଭିବୃଦ୍ଧି ୫.୪% ରହିବ ବୋଲି ବିଶ୍ୱବ୍ୟାଙ୍କ ଏହାର ଦକ୍ଷିଣ ଏସିଆ ସଂକ୍ରାନ୍ତ ରିପୋର୍ଟରେ ପ୍ରକାଶ କରିଛି। ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସରେ ଭାରତର ଅଭିବୃଦ୍ଧି ୨୩.୯% ଖସିଛି। ଆର୍ଥତ୍କ ବର୍ଷ ସାରା ଅଭିବୃଦ୍ଧି ୫ରୁ ୧୫% ପର୍ଯ୍ୟନ୍ତ ଖସିଯିବ ବୋଲି ବିଶ୍ୱର ପ୍ରମୁଖ ଏଜେନ୍ସିଗୁଡିକ ଆକଳନ କରିଛନ୍ତି। ଏହି ସମୟରେ ଦକ୍ଷିଣ ଏସିଆର ଅଭିବୃଦ୍ଧି ୭.୭% ଖସିଯିବ ବୋଲି ବିଶ୍ୱ ବ୍ୟାଙ୍କ ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri