ୱାର୍ଡସଭ୍ୟାଙ୍କୁ ଦୁର୍ବ୍ୟବହାର, ମାଡ଼ ଅଭିଯୋଗ

ବାସୁଦେବପୁର, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ଜଣେ ୱାର୍ଡସଭ୍ୟାଙ୍କୁ ଶୁକ୍ରବାର ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ବାସୁଦେବପୁର ଥାନା ପୋଲିସ ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।
ଓ୍ବାର୍ଡସଭ୍ୟା ଜଣଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଗତ ଶୁକ୍ରବାର ସୁଦର୍ଶନପୁର ପଞ୍ଚାୟତ କାର୍ଯ୍ୟାଳୟଠାରେ ପଞ୍ଚାୟତ ବୈଠକ ସରପଞ୍ଚଙ୍କ ଆହ୍ବାନ କ୍ରମେ ଡକାଯାଇଥିଲା। ବୈଠକରେ ଯୋଗଦେବାକୁ ସେ ତାଙ୍କ ସ୍ବାମୀଙ୍କ ସହିତ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ବୈଠକ ଚାଲିଥିବା ବେଳେ ତାଙ୍କ ସ୍ବାମୀ ପଞ୍ଚାୟତ କାର୍ଯ୍ୟାଳୟ ବାରଣ୍ଡାରେ ବସିଥିଲେ। ଏହି ସମୟରେ ସୁଅଁା ଗ୍ରାମର ଜଣେ ଯୁବକ ପ୍ରଥମେ ତାଙ୍କ ସ୍ବାମୀଙ୍କୁ ଟଣାଓଟରା କରିଥିଲେ। ଏହି ଖବର ପାଇ ସେ ବୈଠକ ଛାଡ଼ି ବାରଣ୍ଡାକୁ ଆସି ବିରୋଧ କରିବାରୁ ସମ୍ପୃକ୍ତ ଯୁବକ ଉତ୍‌କ୍ଷିପ୍ତ ହୋଇ ତାଙ୍କୁ ଜାତିଆଣ ନେଇ ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲେ। ଏଥିସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri