ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ନୀଳମାଧବଙ୍କ ଫିଲ୍ମ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ୧୧ ଦେଶର ୧୧ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଚଳଚ୍ଚିତ୍ର ‘ଇଣ୍ଟରଡିପେଣ୍ଡେନ୍ସ’ ଗୋଆଠାରେ ଅନୁଷ୍ଠିତ ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ପ୍ରଦର୍ଶିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ଜନ୍ମିତ ଚଳଚ୍ଚିତ୍ର ନିର୍ମାତା ନୀଳମାଧବ ପଣ୍ଡା ନିଜର ଶର୍ଟ ଫିଲ୍ମ ‘ମେଘାସ୍‌ ଡିଭୋର୍ସ’ ପାଇଁ ରେଡ୍‌ କାର୍ପେଟ୍‌ରେ ଚାଲିଥିଲେ। ତାଙ୍କ ସହ ଫିଲ୍ମର ଅଭିନେତ୍ରୀ ଦିବ୍ୟା ଦତା ଓ ମଞ୍ଜରୀ ଫଡ୍‌ନିସ୍‌ ମଧ୍ୟ ରେଡ୍‌ କାର୍ପେଟ୍‌ରେ ଚାଲିଥିଲେ। ଆଇଏଫ୍‌ଏଫ୍‌ଆଇର ୫୦ ବର୍ଷ ପୂର୍ତ୍ତି ଅବସରରେ କାର୍ଯ୍ୟକ୍ରମରେ ସାମିଲ ହେବା ଏକ ସମ୍ମାନର କଥା ବୋଲି ନୀଳମାଧବ ପଣ୍ଡା କହିଥିଲେ। ‘ଇଣ୍ଟରଡିପେଣ୍ଡେନ୍ସ୍ସ’ ଏସିଆ ପ୍ରିମିୟରକୁ ଆସିବା ଗର୍ବର ବିଷୟ ଏବଂ ଏହା ଜଳବାୟୁ ପରିବର୍ତ୍ତନ ଭଳି ଗମ୍ଭୀର ପ୍ରସଙ୍ଗ ଉପରେ ଲୋକଙ୍କୁ ସଚେତନ କରିପାରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜି. ରାଜେଶ ଖଣି ନିର୍ଦ୍ଦେଶକ

ଭୁବନେଶ୍ୱର୧୦,ା୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଫଏସ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି...

ଯୁକ୍ତ ୩ ସ୍ପଟ୍‌ ନାମଲେଖା: ବୁଧବାର ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଯୁକ୍ତ ୩ ସ୍ପଟ୍‌ ନାମଲେଖା ପାଇଁ ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ବୁଧବାର ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ବୁଧବାରଠାରୁ ଏହି ନାମଲେଖା...

ବିଶୋଧନ ହେଲା ଝାରପଡ଼ା କେଶୁରା ଅଞ୍ଚଳ

କଟକରୋଡ,୯ା୪(ଡି.ଏନ.ଏ.): ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ କରୋନା ଆକ୍ରାନ୍ତରେ ମୃତ୍ୟୁ ପରେ ବୁଧବାର ସକାଳୁ ଉକ୍ତ ଅଞ୍ଚଳରେ ବିଶୋଧନ କାର୍ଯ୍ୟକୁ ବ୍ୟାପକ କରାଯାଇଛି। ସ୍ବାସ୍ଥ୍ୟ...

ଆଜି ରାଜ୍ୟରୁ ୩୪୦ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୦ ଶିଶୁ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୩୪୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୪୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ବିଗ୍‌ ବିଙ୍କ ଜୀବନର ଗତିପଥ ବଦଳାଇ ଦେଇଥିଲା ‘ଆନନ୍ଦ’

ମୁମ୍ବାଇ: ବିଗ ବି ଅମିତାଭ ବଚ୍ଚନଙ୍କୁ ପ୍ରଥମେ ବଲିଉଡ୍‌ରେ ବହୁ ସଂଘର୍ଷ କରିବାକୁ ପଡ଼ିଛି। ଷ୍ଟାର ମାନ୍ୟତା ପାଇବା ପାଇଁ ବିଗ୍‌ ବିଙ୍କ ଆଖିରୁ ନିଦ...

ଫିଲ୍ମକୁ ବାଏ ବାଏ କହିବେ ଅମିର ଖାନ୍‌!

ମୁମ୍ବାଇ: ବଲିଉଡ୍‌ ଅଭିନେତା, ପ୍ରଡ୍ୟୁସର ତଥା ନିର୍ଦ୍ଦେଶକ ଅମିର ଖାନ୍‌ଙ୍କ ଫିଲ୍ମ ‘ଲାଲ୍‌ ସିଂ ଚଢ଼ା’ ଦେଖିବାକୁ ପ୍ରଶଂସକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି...

ନିରଞ୍ଜନଙ୍କ ପ୍ରଶ୍ନ: ଅଧିକ ସୁଧ ନା କମିଶନ ଆଶାରେ ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିଥିଲେ

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ଜମାଥିବା ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ରବିବାର ଏ ସମ୍ପର୍କରେ ପଚରାଯିବାରୁ ନିରଞ୍ଜନ...

ଟ୍ରେନ୍‌ରେ ‘ହାଉସଫୁଲ-୪’ ପ୍ରମୋଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରେ।): ଭାରତୀୟ ରେଳପଥ ପକ୍ଷରୁ ଆରମ୍ଭ ହେଲା ଚଳଚ୍ଚିତ୍ର ପ୍ରୋତ୍ସାହନ କାର୍ଯ୍ୟକ୍ରମ। ଆସନ୍ତା ୨୫ ଡିସେମ୍ବରରେ ଆସିବାକୁ ଥିବା ବଲିଉଡ଼ ଚଳଚ୍ଚିତ୍ର ‘ହାଉସଫୁଲ-୪’ର ପ୍ରମୋଶନ...

Advertisement
Archives

Model This Week