Posted inଜାତୀୟ

ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଆଇଜଲ୍‌,୨୨।୬: ଦେଶରେ ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ବିଭିନ୍ନ ପ୍ରକାର ଯୋଜନା କରାଯାଉଛି। କିନ୍ତୁ ମିଜୋରାମ ଜଣେ ମନ୍ତ୍ରୀ ଏକ ଅଜବ ଘୋଷଣା କରି ଚର୍ଚ୍ଚାରେ ଅଛନ୍ତି। କ୍ରୀଡା ମନ୍ତ୍ରୀ ରବର୍ଟ ରୋମାଓ୍ବିଆ ରୋଏଟ ତାଙ୍କ ନିର୍ବାଚନମଣ୍ଡଳୀରେ ସର୍ବାଧିକ ସଂଖ୍ୟକ ପିଲା ଥିବା ମାତାପିତାଙ୍କୁ ୧ ଲକ୍ଷ ଟଙ୍କା ନଗଦ ପ୍ରୋତ୍ସାହନ ଘୋଷଣା କରିଛନ୍ତି। ତାଙ୍କ ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ସ୍ବଳ୍ପ ଜନସଂଖ୍ୟା ବିଶିଷ୍ଟ ମିଜୋ ସମ୍ପ୍ରଦାୟର ଜନସଂଖ୍ୟା ବୃଦ୍ଧି କରିବାକୁ ଉତ୍ସାହିତ କରିବା।

ଗତ ପିତୃ ଦିବସ ଅବସରରେ ସେ ଏହି ଘେଷଣା କରିଛନ୍ତି। ଅବଶ୍ୟ ରବର୍ଟ ସର୍ବନିମ୍ନ ଶିଶୁ ସଂଖ୍ୟା ଉଲ୍ଲେଖ କରି ନାହାଁନ୍ତି। ଆଇଜଲର ପୂର୍ବ-୨ ନିର୍ବାଚନ ମଣ୍ଡଳୀରେ ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ଏକ ଲକ୍ଷ ଟଙ୍କା ସହ ଏକ ସାର୍ଟିଫିକେଟ ଏବଂ ଟ୍ରଫି ଦିଆଯିବ ବୋଲି ସେ ଏକ ବିବୃତ୍ତିରେ କହିଛନ୍ତି। ଏହି ପ୍ରୋତ୍ସାହନ ରାଶି ମନ୍ତ୍ରୀଙ୍କ ପୁଅର କମ୍ପାନୀ ବହନ କରିବ। ମିଜୋ ସମ୍ପ୍ରଦାୟରେ ଜନସଂଖ୍ୟା ହ୍ରାସ ଏକ ଚିନ୍ତାର ବିଷୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପରେ ଏବେ କେରଳ ସରକାର ସିବିଆଇ ଉପରେ ଲଗାଇପାରନ୍ତି ଅଙ୍କୁଶ

ଥିରୁଭାନନ୍ତପୁରମ,୪।୧୧: ମହାରାଷ୍ଟ୍ର ପରେ ଏବେ କେରଳ ସରକାର ମଧ୍ୟ ସିବିଆଇ ଉପରେ ଅଙ୍କୁଶ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି କେରଳରେ କୌଣସି ମାମଲାର ଯାଞ୍ଚ ପାଇଁ...

ଆତଙ୍କବାଦୀ ଆକ୍ରମଣ ଯୋଜନା: ପ୍ରୟାଗରାଜରୁ ଗିରଫ ହେଲେ ଓସାମାଙ୍କ ଚାଚା

ନୂଆଦିଲ୍ଲୀ,୧୮ ।୯: ଦେଶରେ ଆତଙ୍କବାଦୀ ଆକ୍ରମଣ ଯୋଜନା ସମ୍ପର୍କରେ ଜଣାପଡିବା ପରେ ଦିଲ୍ଲୀ ପୋଲିସ ହୁମୈଦ ଉର ରହମାନଙ୍କୁ ଖୋଜୁଥିଲା । ଶେଷରେ ଶୁକ୍ରବାର ତାଙ୍କୁ...

ଜାମିନ୍‌ ମିଳିବାର ଦିନକ ପରେ ମୋଦି ସରକାରଙ୍କୁ ଘେରିଲେ ଚିଦାମ୍ବରମ୍‌: ଦେଶର ଜିଡ଼ିପି ୪.୫ ନୁହେଁ ୧.୫ ପ୍ରତିଶତ

ନୂଆଦିଲ୍ଲୀ,୫।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଜାମିନ୍‌ ମିଳିବାର ଗୋଟିଏ ଦିନ ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିଛନ୍ତି।...

ଅମରିନ୍ଦରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୩: ପଞ୍ଜାବ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କ୍ୟାପଟେନ ଅମରିନ୍ଦର ସିଂଙ୍କ ୭୬ ତମ ଜନ୍ମଦିନ ଅବସରରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା...

ବୁଲାଇ ନେବା ବାହାନାରେ ସ୍ତ୍ରୀଙ୍କୁ ପାହାଡ଼ରୁ ଦେଲେ ଠେଲି

ନୂଆଦିଲ୍ଲୀ,୨୭।୭: ସ୍ତ୍ରୀଙ୍କୁ ଉତ୍ତରାଖଣ୍ଡର ନେନିତାଲର ଏକ ପାହାଡ଼ରୁ ଠେଲି ଦେବା ଅଭିଯୋଗରେ ୨୪ ବର୍ଷୀୟ ସେଲ୍ସମ୍ୟାନଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ। ମହିଳାଙ୍କ ମୃତଦେହକୁ ଉଦ୍ଧାର...

ଭାଜପାର ବିପୁଳ ବିଜୟ

ଗୁଆହାଟୀ,୯।୩: ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାପୂର୍ବରୁ ଆସାମର ପୌର ନିର୍ବାଚନରେ ଭାଜପା ଚମତ୍କାର ପ୍ରଦର୍ଶନ କରିଛି। ଆସାମ...

ସରକାରୀ କୋଭିଡ ହସ୍ପିଟାଲକୁ ମିଳିବ ୫୦ ହଜାର ସ୍ବଦେଶୀ ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୩।୬: ପିଏମ୍‌ କେୟାର୍ସ ଫଣ୍ଡ ଜରିଆରେ ଦେଶର ସରକାରୀ କୋଭିଡ ହସ୍ପିଟାଲକୁ ୫୦,୦୦୦ ‘ମେଡ ଇନ୍‌ ଇଣ୍ଡିଆ’ ଭେଣ୍ଟିଲେଟର ଯୋଗାଇ ଦିଆଯିବ। ଏଥିପାଇଁ ପିଏମ୍‌ କେୟାର୍ସ...

ଭିଡ଼ହିଂସାରେ ମୃତ୍ୟୁ ଘଟିବାର ୫ ମାସ ପରେ ଫେରିଲେ ଯୁବକ: କରଜ ନେଇ ଶ୍ରାଦ୍ଧ କରିଥିଲେ ସ୍ତ୍ରୀ

ପାଟନା,୧୭।୧୧: ବିହାରରେ ଜଣେ ଯୁବକ ମୃତ୍ୟୁର ୫ ମାସ ପରେ ଘରକୁ ଫେରିଛନ୍ତି। ତାଙ୍କର ମୃତ୍ୟୁ ଘଟିଥିବାରୁ ସ୍ତ୍ରୀ କରଜ କରି ଶ୍ରାଦ୍ଧ କରିଥିଲେ। ଯୁବକ...

Advertisement
Archives

Model This Week