Posted inଜାତୀୟ

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିମଲା,୧୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ ଶୁକ୍ରବାର ୭ଟା ୪୬ ମିନିଟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତ୍ରୀବତା ୩.୫ ରେକର୍ଡ କରାଯାଇଛି । ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଉପରେ ମଧ୍ୟ ଏହା ପ୍ରଭାବ ପକାଇବା ଆରମ୍ଭ କରିଛି। କଂଗ୍ରେସ...

ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟିଙ୍କ ପରଲୋକ

ମୁମ୍ବାଇ,୧।୧୨: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟି କାପାଡିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିବା ବେଳେ...

ଭୁଶୁଡିଲା ଆପାର୍ଟମେଣ୍ଟ ଛାତ

ଗୁରୁଗ୍ରାମ,୧୦।୨: ଗୁରୁଗ୍ରାମରେ ଏକ ଅଘଟଣ ଘଟିଛି। ଏଠାରେ ନିର୍ମାଣାଧୀନ ଆପାର୍ଟମେଣ୍ଟ ଛାତ ଭୁଶୁଡ଼ିବା କାରଣରୁ ଦୁଇ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏଥିସହିତ, ଅନେକ ତଳେ ଫସିଯିବାର...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୨୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ...

ନିର୍ଭୟା ଅପରାଧୀଙ୍କୁ ଚୂଡ଼ାନ୍ତ ନୋଟିସ

ନୂଆଦିଲ୍ଲୀ,୧୯।୧୨(ଆଇଏଏନ୍‌ଏସ୍‌): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅପରାଧୀଙ୍କୁ ବୁଧବାର ରାତିରେ ତିହାର ଜେଲ୍‌ ପ୍ରଶାସନ ଚୂଡ଼ାନ୍ତ ନୋଟିସ ଜାରି କରିଛନ୍ତି। ଯଦି ସେମାନେ...

ଆବଦ୍ଧାଞ୍ଚଳ ବାହାରେ ଲକ୍‌ଡାଉନ ମନା

ନୂଆଦିଲ୍ଲୀ, ୩୦।୮: ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ବା ଆବଦ୍ଧାଞ୍ଚଳ ବାହାରେ ଲକ୍‌ଡାଉନ୍‌ ଘୋଷଣା କରିପାରିବେ ନାହିଁ। ତେବେ ଆବଦ୍ଧାଞ୍ଚଳରେ...

ବଢୁଛି ଆର୍ଯ୍ୟନଙ୍କ ସମସ୍ୟା: ସୋମବାର ପୂର୍ବରୁ ହେବନାହିଁ ଜାମିନ ଶୁଣାଣି

ମୁମ୍ବାଇ,୯ ।୧୦: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ସମସ୍ୟା କମ୍ ହେବାର ନାଁ ନେଉନି । ଶନିବାର-ରବିବାର କୋର୍ଟ ବନ୍ଦ ରହୁଥିବାରୁ ତାଙ୍କ...

ବରଙ୍କଠାରୁ ୬ ଲକ୍ଷ ଲୁଟି ନେଲେ କନ୍ୟା

ଲକ୍ଷ୍ନୌ,୧୮।୧: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ କନ୍ୟା ବିବାହ ପୂର୍ବରୁ ବରଙ୍କଠାରୁ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏହି ଟଙ୍କାରେ...

Advertisement
Archives

Model This Week