ଅଂଶୁଘାତରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ଖରାଦିନେ ପ୍ରବଳ ଗରମରେ ଅଂଶୁଘାତ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ଆଖୁରସ ପିଇଲେ ଅନେକ ଉପକାର ମିଳେ । ଆଖୁରସରେ ଭିଟାମିନ୍‌,କ୍ୟାଲସିୟମ୍‌, ଫସଫରସ୍‌, ଗ୍ଲୁକୋଜ୍‌ ଆଦି ପୋଷକତତ୍ତ୍ୱ ରହିଛି। ଖରାଦିନେ ଆଖୁସରରେ ଅଦାରସ, ଲେମ୍ବୁରସ ଏବଂ ବିଟ୍‌ ଲୁଣ ମିଶାଇ ପିଇଲେ ଏହା ପାଚନ ପ୍ରକ୍ରିୟାକୁ ସ୍ବାଭାବିକ କରେ। ଆଖୁରସରେ ଆଇରନ ଅଂଶ ଥିବାରୁ ଏହାକୁ ଖରାଦିନେ ପିଇଲେ ରକ୍ତହୀନତା ସମସ୍ୟା ଦୂର ହେବା ସହିତ ଶରୀରର ଜଳୀୟ ଅଂଶ ନିୟନ୍ତ୍ରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?