ଅଂଶୁଘାତରେ ଚାଷୀଙ୍କ ପ୍ରାଣ ଗଲା

ଝୁମ୍ପୁରା, ୨୬।୫ (ଡି.ଏନ.ଏ.)- କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ନହବେଡା ଗ୍ରାମରେ ୨୩ ତାରିଖ ମଧ୍ୟାହ୍ନ ସମୟରେ ଅଂଶୁଘାତରେ ଆକ୍ରାନ୍ତ ହୋଇଥିବା ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଲ୍ୟାଣ କୁମାର ପ୍ରଧାନ(୫୫ବର୍ଷ)। ସେ ବଳଦ ଚରାଇବାକୁ ବିଲକୁ ଯାଇଥିବା ବେଳେ ଟାଣ ଖରା ଯୋଗୁ ଅସୁସ୍ଥତା ଅନୁଭବ କରି ଘରକୁ ଚାଲି ଆସିଥିଲେ। ଘର ପିଣ୍ଡାରେ କିଛି ସମୟ ବସିବା ପରେ ସେ ଟଳି ପଡିଥିଲେ । ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସାହି ବାସିନ୍ଦାଙ୍କଠାରୁ ଖବର ପାଇ ପୋଲିସ ପହଁଞ୍ଚିଥିଲା। ଏହିଅଂଶୁଘାତ ମୃତ୍ୟୁ ନେଇ କଲ୍ୟାଣଙ୍କ ଭାଇ ମହେନ୍ଦ୍ର ଥାନାରେ ରିପୋର୍ଟ କରିଛନ୍ତି। ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଝୁମ୍ପୁରା ଥାନା ଅଧିକାରୀ ଏଫ ଟିଗା ସୂଚନା ଦେଇଛନ୍ତି। ଏ ନେଇ ଥାନାରେ ଏକ ମାମଲା(ନଂ ୬/୨୦୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri