ଅଂଶୁଘାତରେ ଜଣଙ୍କ ମୃତ୍ୟୁ ସନ୍ଦେହ

ଗଞ୍ଜାମ,୨୦।୫(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ଗ୍ରାମପଞ୍ଚାୟତର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସୋମବାର ଅଂଶୁଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଖଣ୍ଡଦେଉଳୀ ଗ୍ରାମର ଖଲି ସାହୁ(୬୨)। ସୋମବାର ପଞ୍ଚାୟତରେ ଚାଉଳ ବଣ୍ଟାଯାଉଥିଲା। ଚତୁର୍ଥ ଶ୍ରେଣୀ କର୍ମଚାରୀ ଖଲି କୌଣସି କାର୍ଯ୍ୟରେ ପଞ୍ଚାୟତ କାର୍ଯ୍ୟାଳୟରୁ ବାହାରକୁ ଆସିଥିବା ବେଳେ ହଠାତ୍‌ ତଳେ ପଡ଼ିଯାଇଥିଲେ।ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଖଲିଙ୍କର ମୃତ୍ୟୁ ଘଟିଥିବା ଡା. ସୁଧାକର ଦାସ କହିଛନ୍ତି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥାଇପାରେ ବୋଲି ସେ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି। ଗରିବ ଶ୍ରେଣୀର ଖଲିଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପୂର୍ବତନ ଜିଲା ପରିଷଦ ସଭ୍ୟ ପି. ହରେକୃଷ୍ଣ ରେଡ୍ଡୀ ଏବଂ ପୂର୍ବତନ ସରପଞ୍ଚ ଅନ୍ତର୍ଯାମୀ ବେହେରା ଜିଲା ପ୍ରଶାସନ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri