ତଳଗାଁ,୩୦।୧୦(ଡି.ଏନ୍.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ କୁଶଙ୍ଗ ଗଁାର ଅମିତ ଦେହୁରୀକଁର ପୁଓ ଅଂଶୁମାନ ଦେହୁରୀ(୩)। ଜନମ୍ବେଲୁ ତାକର ମୁଡ଼ ଅସୁଆଭାବିକ୍ ଭାବେ ବଢ଼ତେଲ ଯାଉଛେ। ଏନ୍ତାଥି ପରିବାର ଲୋକ୍ ଚିନ୍ତାରେ ପଡ଼ିଯାଇଛନ୍। ଅଭାବ ଅନାଟନରେ ପରିବାର ଲୋକ୍ ଧାରଉଧାର କରି ଅଂଶୁମାନକେ ଆସର ପାସର ଡାକ୍ତରଖାନା ସମେତ କଟକ ବଡ଼ ଡାକ୍ତରଖାନାକେ ନେଇ ଚିକିଛା କରେଇଛନ୍। ସେଠାନେ ଡାକ୍ତରମାନେ ଅଂଶୁମାନର ମୁଡ଼େ ପାଏନ୍ ଜମିଥିବାର କହେବାର ସଂଗେ ଇଥିରଲାଗି ଅପରେଶନ ଦରକାର ବଲି ପରାମଶ ଦେଇଥିବାର ପରିବାର ଲୋକ୍ କହିଛନ୍। ହେଲେ ପରିବାରଟା ନିହାତି ଗରିବ୍ ହେଇଥିଲାବେଲେ ଅଂଶୁମାନର ଚିକିଛାରେ ଜମିବାଡ଼ି ବିକି ସରବ୍ସୁଅଁାତ୍ ହେଇଛନ୍। ଏନ୍ତାଥି ମା’ବାପ୍ ପୁଓ ଅଂଶୁମାନକେ ଧରି ସୋମବାର ହରଭଙ୍ଗା ବ୍ଲକରେ ହେଇଥିବାର ଜିଲାପାଳକଁର ଜନଶୁନାନି ଶିବିରରେ ଗୁହାରି କରିଥିଲେ। ଜିଲାପାଳ ଲଲାଟେନ୍ଦୁ ମିଶ୍ର ଅଂଶୁମାନର ଚିକିଛା ଲାଗି ହାତ୍ ବଢ଼ାବାର ସଂଗେ ବୁର୍ଲା ମେଡିକାଲରେ ଉଚ ଚିକିଛା କରାବାକେ କଥା ଦେଇଥିବାର ଜନାଯାଇଛେ।
Posted inଆମ ଜିଲା ଖବର, ବୌଦ୍ଧ View All
କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍ ଉପରେ ପଡୁଛି ଘୋର ପ୍ରଭାବ
ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…
ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ
ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…
ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା
ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…
ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…
ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…
ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…
ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…
ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ
ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…
କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍ ଅନୁଯାୟୀ ସବୁ ପ୍ରକାର…
ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ
ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

