Posted inଜାତୀୟ

ଅଓ୍ବନ୍ତୀପୁରାରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀର ଅଓ୍ବନ୍ତୀପୁରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅଓ୍ବନ୍ତୀପୁରା ସହର ବାହାରେ ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଘଟଣାସ୍ଥଳରୁ ବିସ୍ଫୋରକ ଏବଂ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?