ଅକ୍ଟୋବର ୨ରେ ‘ଓ୍ବାର’ ରିଲିଜ

ମୁମ୍ବାଇ: ଟାଇଗର ଶ୍ରଫ୍‌ ଓ ହ୍ରିତିକ୍‌ ରୋଶନଙ୍କ ଅପ୍‌କମିଂ ଆକ୍ସନ ଫିଲ୍ମ ‘ଓ୍ବାର’ ଅକ୍ଟୋବର ୨ରେ ରିଲିଜ ହେବାକୁ ଯାଉଛି। ଏହା ହିଟ୍‌ ହେବା ବହୁ ସମ୍ଭାବନା ଅଛି ବୋଲି ଏହାର ନିର୍ମାତା ସୋମବାର ଘୋଷଣା କରିଛନ୍ତି। ୟଶରାଜ ଫିଲ୍ମସ ବ୍ୟାନରରେ ପ୍ରସ୍ତୁତ ହେଉଥିବା ଉକ୍ତ ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି ସିଦ୍ଧାର୍ଥ ଆନନ୍ଦ। ଆନନ୍ଦ ପୂର୍ବରୁ ହ୍ରିତିକ୍‌ଙ୍କ ଅଭିନୀତ ‘ବ୍ୟାଙ୍ଗ ବ୍ୟାଙ୍ଗ’ର ନିର୍ଦ୍ଦେଶନା ଦେଇଥିଲେ। ସିଦ୍ଧାର୍ଥଙ୍କ କହିବାନୁଯାୟୀ, ‘ଓ୍ବାର’ରେ ଦୁଇଜଣ ସର୍ବଶ୍ରେଷ୍ଠ ଆକ୍ସନ୍‌ ସୁପରଷ୍ଟାର ଏକାଠି ହୋଇଛନ୍ତି ଏବଂ ଫିଲ୍ମ ହିଟ୍‌ ପାଇଁ ସେ ଦୁହିଁଙ୍କୁ ପରସ୍ପର ମଧ୍ୟରେ ଲଢ଼େଇ କରିବାକୁ ପଡିବ। ହ୍ରିତିକ ଏବଂ ଟାଇଗରଙ୍କ ମଧ୍ୟରେ ଯେଭଳି ଘମାଘୋଟ ଲଢ଼େଇ ହେବ ଦର୍ଶକମାନେ ଭାବିବେ ଏଭଳି ଭୟଙ୍କର ଯୁଦ୍ଧରେ କିଏ ବିଜୟୀ ହେଉଛି?
ଏଭଳି ଏକ ଟାଇଟଲ୍‌ ଦିଆଯିବାର କାରଣ ହେଉଛି ଏହାକୁ ବିଶ୍ୱବ୍ୟାପୀ ରିଲିଜ କରାଯିବା ପାଇଁ ପ୍ରସ୍ତୁତି ଚାଲିଥିବା ନିର୍ଦ୍ଦେଶକ ପ୍ରକାଶ କରିଛନ୍ତି। ଏଥିରେ ହ୍ରିତିକଙ୍କ ସହ ବାଣୀ କପୁର ଅଭିନୟ କରୁଥିବାବେଳେ ଏହା ହିନ୍ଦୀ, ତାମିଲ ଏବଂ ତେଲୁଗୁରେ ରିଲିଜ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri