ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ରବିନାରାୟଣ ଶତପଥୀ ନିର୍ବାଚିତ

କଟକ ଅଫିସ, ୨୨ା୧୦: ଓଡ଼ିଶା ରାଜ୍ୟ ଟ୍ରକ ମାଲିକ ମହାସଂଘର ସାଧାରଣ ସମ୍ପାଦକ ରବିନାରାୟଣ ଶତପଥୀ ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସରେ ସମସ୍ତ ପରିବହନ କମ୍ପାନୀର ମାଲିକ ସଦସ୍ୟ ଅଛନ୍ତି। ସୋମବାର ଦିଲ୍ଲୀରେ ଅନୁଷ୍ଠିତ ନିର୍ବାଚନରେ ସେ ନିଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ଜଣାପଡିଛି। ପରିବହନ ବ୍ୟବସାୟର ବିଭିନ୍ନ ସମସ୍ୟା ସଂକ୍ରାନ୍ତରେ ସରକାରଙ୍କ ସହିତ ଆଲୋଚନା କରି ଯୋଜନା ପ୍ରଣୟନ କରିବା ଓ ମୋଟରଯାନ ଆଇନ ସଂଶୋଧନରେ ସଙ୍ଗଠନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ରବିନାରାୟଣ ଦ୍ୱିତୀୟ ଓଡିଆ ଭାବେ ନିର୍ବାଚିତ ହୋଇଥିବାରୁ ପୂର୍ବାଞ୍ଚଳ ସମସ୍ତ ଟ୍ରକ ମାଲିକ ସଂଘ, ପରିବହନ ମାଲିକ ସଂଘ, ମହାନଦୀ ବିହାର ଡେଭଲପମେଣ୍ଟ ଅସୋସିଏଶନ ସମେତ ବହୁ ସଂଗଠନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri