ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ ଦିବସ

ଜଳେଶ୍ୱର, ୨।୬(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକ ଚୈତନ୍ୟସାହୁ ଛକରେ ସୋମବାର ୧୨ଦଫା ଦାବିରେ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ କରାଯାଇଛି। ମହିଳାମାନେ ଏବେ କାମ ହରାଇଥିବା ଗରିବ ଖଟିଖିଆ ଶ୍ରମିକମାନଙ୍କର ଦୁଃଖ ଦୁର୍ଦ୍ଦଶା ଓ ୩ମାସ ଧରି କୌଣସି କାର୍ଯ୍ୟ ନ ଥିବା ବେଳେ ଅନାହାର ଓ ଅର୍ଦ୍ଧାହାରରେ ଦିନ କାଟୁଥିବାରୁ ୬ମାସ ଲାଗି କେନ୍ଦ୍ର ସରକାର ରିଲିଫ ପ୍ୟାକେଜ ଦେବାକୁ ସମିତି ଦାବି କରିଛି। ବିନା ମୂଲ୍ୟରେ ରାଶନକାର୍ଡରେ ଖାଦ୍ୟ ଯୋଗାଇ ଦେବାକୁ ସେମାନେ ଦାବି ଜଣାଇଛନ୍ତି। ପ୍ରବାସୀ ଶ୍ରମିକଙ୍କୁ ଘରବାହୁଡା କରାଇବା, ବର୍ଷକୁ ୨ଶହ ଦିନର କାମ ଓ ପ୍ରତିଦିନ ୩ଶହ ଟଙ୍କା ମଜୁରି ଦେବା, ମାଇକ୍ରୋର ଫାଇନାନ୍ସ ଋଣ ଆଦାୟ ବନ୍ଦ କରିବା ଦାବିରେ ସେମାନେ ଦୀର୍ଘସମୟ ପର୍ଯ୍ୟନ୍ତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ା ମହିଳା ସମିତିର ରାଜ୍ୟନେତ୍ରୀ ତାପସୀ ପ୍ରହରାଜ, ମମି ପଣ୍ଡା, ରଞ୍ଜିତା ଦାସ, ମୀନତି ବାରିକ, ସୁମିତ୍ରା ଦେ ପ୍ରମୁଖଙ୍କ ନେତୃତ୍ୱରେ ପ୍ରତିବାଦ ଦିବସ ପାଳନ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?