ଦେବଗଡ,୨୬ା୪(ଡି.ଏନ.ଏ.):ଦେବଗଡ ଥାନା ଅଧୀନ ଖଜୁରୀବାହାଳ ଗ୍ରାମରେ ଶନିବାର ରାତିରେ ସାପ କାମୁଡାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖବର ମୁତାବକ ଖଜୁରୀବାହାଳ ଗ୍ରାମର ସତାରୀ ସାମାଡ(୨୬) ସବୁଦିନ ଭଳି ନିଜ ଘର ଅଗଣାରେ ଶୋଇଥିବା ବେଳେ ସାପ ତାଙ୍କୁ କାମୁଡି ଦେଇଥିଲା। ସତାରୀ ନିଦରୁ ଉଠି ପରିବାର ଲୋକଙ୍କୁ ଏକଥା ଜଣାଇବା ପରେ ପରିବାର ଲୋକେ ଚିକିତ୍ସା ପାଇଁ ତାଙ୍କୁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ା ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୂଚନା ପାଇ ଦେବଗଡ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରଛି।
Posted inHome, ଆମ ଜିଲା ଖବର, ଦେବଗଡ଼ View All
ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ
ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…
ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ
ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…
ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର
ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…
ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର
କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…
୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ
ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!
ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

