ଅଗଷ୍ଟରେ ଆସିବେ ଆନ୍ନାକୋଣ୍ଡା, ନାଇହର୍ନ କୁମ୍ଭୀର, ଜିରାଫ

ନରାଜ,୨୩।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସନ୍ତା ଅଗଷ୍ଟ ଶେଷ ସୁଦ୍ଧା ଅନେକ ନୂଆ ଅତିଥି ଆସିବେ। ସେଥିରୁ ଚେନ୍ନାଇର କ୍ରୋକୋଡାଇଲ ବ୍ୟାଙ୍କସ ଟ୍ରଷ୍ଟ ଚେନ୍ନାଇରୁ ଏକ ହଳ ସବୁଜ ଓ ଏକ ହଳ ହଳଦୀ ରଙ୍ଗର ଆନ୍ନାକୋଣ୍ଡା ଅଣାଯିବ। ଗତ ୨୦୧୭ରୁ ଏହି ଯୋଜନା ଆରମ୍ଭ ହୋଇଥିଲେ ମଧ୍ୟ ନନ୍ଦନକାନନରେ ଏଭଳି ସାପ ରଖିବା ପାଇଁ କେତେକ
ପ୍ରଶ୍ନ ସୃଷ୍ଟି କରି କେନ୍ଦ୍ରୀୟ ଚିଡିଆଖାନା ନିଷ୍ପତ୍ତିି ନେବାରେ ବିଳମ୍ବ କରିଥିଲେ। ଶେଷରେ ୩ ବର୍ଷ ପରେ ଚଳିତ ମାସରେ କେନ୍ଦ୍ରୀୟ ଚିଡିଆଖାନା କର୍ତ୍ତୃପକ୍ଷ ନନ୍ଦନକାନନକୁ ୪ଟି ଆନ୍ନାକୋଣ୍ଡା ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଦେଶ ବିଦେଶରୁ ବିଭିନ୍ନ ଜନ୍ତୁ ଆସିବା ନେଇ କର୍ତ୍ତୃପକ୍ଷ ଜୋରଦାର ଉଦ୍ୟମ ଚଳାଇଛନ୍ତି। ଅଗଷ୍ଟ ମାସ ଶେଷ ସପ୍ତାହରେ ୪ଟି ଆନ୍ନାକୋଣ୍ଡା, ଏକ ହଳ ନାଇହର୍ନ କୁମ୍ଭୀର ଚେନ୍ନାଇରୁ ଅଣାଯିବ। ଏହାର ପ୍ରତି ବଦଳରେ ନନ୍ଦନକାନନକୁ କିଛି ଦେବାକୁ ପଡିବ ନାହଁି। ଏଥିପୂର୍ବରୁ ଅଗଷ୍ଟ ପ୍ରଥମ ସପ୍ତାହରେ ମହୀଶୂର ଚିଡିଆଖାନାରୁ ଦୁଇଟି ପର୍ଯ୍ୟାୟରେ ଦୁଇଟି ଜିରାଫ ଅଣାଯାଇ ବଦଳରେ ଦୁଇଟି ସିମ୍ପାଜି ଦେବାକୁ ପଡିବ ବୋଲି ନନ୍ଦନକାନନ ଉପନିର୍ଦେଶକ ଜୟନ୍ତ କୁମାର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri