ଅଗଷ୍ଟ ୧୬ରେ ପାଳିତ ହେବ ପ୍ରଫେସର ମନମୋହନ ମହାନ୍ତିଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ସ୍ଥାନୀୟ ରୋଟାରୀ ଭବନରେ ‘ହୋପ୍‌ ଫାଉଣ୍ଡେଶନ’ ପକ୍ଷରୁ ସ୍ବର୍ଗତ ପ୍ରଫେସର ମନମୋହନ ମହାନ୍ତିଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳନ କରାଯିବ। ଏନେଇ ସ୍ପେଶାଲ ସର୍କିଟ ହାଉସ୍‌ରେ ଶୁକ୍ରବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରଫେସର ରାଜେନ୍ଦ୍ର ମହାନ୍ତି, ଶୁଭ୍ରାଂଶୁ ଭୂଷଣ ରାୟ, ସଞ୍ଜୟ ସାମନ୍ତରାୟ, ସୁଶୀଲ କୁମାର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବାକୁ ଛାତ୍ରୀଛାତ୍ର, ଶୁଭେଚ୍ଛୁ ଓ ବୁଦ୍ଧିଜୀବୀମାନଙ୍କୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?