Posted inଜାତୀୟ

ଅଗଷ୍ଟ ୨୯ରେ ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ ଆସନ୍ତା ୨୯ ତାରିଖରେ କାରାଯିବ। ଏହାର ଉଦ୍ଦେଶ୍ୟ ହେଉଛି ସମସ୍ତ ନାଗରିକଙ୍କୁ ସୁସ୍ଥ ରଖିବା ଓ ଖେଳକୁ ବିକଶିତ କରିବା। ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦୂରଦର୍ଶନ ମାଧ୍ୟମରେ କରାଯିବାର ବ୍ୟବସ୍ଥା କରାଯାଇଛି। ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ଦିବସ ଓ ନ୍ୟାଶନାଲ ସ୍ପୋର୍ଟସ୍‌ ଡେ’ ଅବସରରେ ଏହାର ଶୁଭାରମ୍ଭ କରାଯିବ ବୋଲି ସୂଚନା ମିଳିଛି। ବିଶେଷକରି ବିଦ୍ୟାଳୟ, ମହାବିଦ୍ୟାଳୟ, ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଏଥିରେ ବହୁ ପରିମାଣରେ ସାମିଲ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri