ଅଗଷ୍ଟ ୩୧ ଯାଏ ଶୌଚାଳୟ ବ୍ୟବହାର ମାଗଣା

ଭୁବନେଶ୍ୱର,୨୬।୫(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ନଗର ଉନ୍ନୟନ ବିଭାଗ ନୂତନ ପଦକ୍ଷେପ ଗ୍ରହଣ କରିଛି। ଏହି କ୍ରମରେ ସହରାଞ୍ଚଳରେ ଥିବା ଗୋଷ୍ଠୀ ପାଇଖାନା/ଶୌଚାଳୟକୁ ରାଜ୍ୟ ସରକାର ଶୁଳ୍ପମୁକ୍ତ କରିଛନ୍ତି । ଆଗାମୀ ଅଗଷ୍ଟ ୩୧ ଯାଏ ମାଗଣା ସେବା ଦେବାକୁ ନଗର ଉନ୍ନୟନ ସଚିବ କଟକ, ଭୁବନେଶ୍ୱର ସମେତ ସମସ୍ତ ପୌରାଞ୍ଚଳ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛନ୍ତି। ଆଦାୟ ହେଉଥିବା ଖୁଚୁରା ଯୋଗୁ ରୋଗ ବ୍ୟାପିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଶୌଚାଳୟଗୁଡ଼ିକୁ ଶୁଳ୍କମୁକ୍ତ କରାଯାଇଛି। ଏଣୁ କୌଣସି ଶୌଚାଳୟ ବ୍ୟବହାରକାରୀଙ୍କଠାରୁ ପଇସା ରଖାଯିବ ନାହିଁ। ଏନେଇ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ସୁଲଭ ଇଣ୍ଟରନ୍ୟାଶନାଲ ଦ୍ୱାରା ପରିଚାଳିତ ଶୌଚାଳୟକୁ ମଧ୍ୟ ମାଗଣାରେ ବ୍ୟବହାର କରିହେବ। ଶୌଚାଳୟ ସଫାସୁତୁରା ଖର୍ଚ୍ଚ ସ୍ଥାନୀୟ ପୌର ସଂସ୍ଥା ବହନ କରିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?