ଜେନାପୁର,୨|୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅଧୀନ ପଣସପଡ଼ିଆ ଗ୍ରାମର ରମେଶ ମଳିକଙ୍କ ଘର ୪ ମାସ ହେବ ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ପୋଡ ଯାଇଥିଲା। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ ସହାୟତା ମିଳି ପାରି ନାହଁି। ଫଳରେ ଅନେକ ସମୟରେ ରମେଶ ତାଙ୍କ ସ୍ତ୍ରୀ, ୩ ଝିଅ ଓ ପୁଅଙ୍କୁ ନେଇ ଅନ୍ୟଜଣଙ୍କ ଘରେ ରହୁଛନ୍ତି। ଅଗ୍ନିକାଣ୍ଡ ପରେ ସରକାରଙ୍କ ତରଫରୁ ମିଳିଥିବା ଜରିପାଲଟି ଗତ ଫନୀ ବାତ୍ୟାରେ ପାଲ ଖଣ୍ଡିକ ନଷ୍ଟ ହେଇଯାଇଛି ା ଯାହାଫଳରେ ବର୍ଷାଦିନେ ବହୁ କଷ୍ଟରେ ଜୀବନଯାପନ କରୁଛନ୍ତି। ସେ ଜଣେ ଗରିବ ଶ୍ରେଣୀର ହୋଇଥିବାରୁ ମୋ କୁଡିଆ ବା ବିଜୁ ପକ୍କାଘର ଯୋଜନାରେ ଗୃହ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି ା
Posted inଆମ ଜିଲା ଖବର, ଯାଜପୁର View All
ବିଦ୍ୟୁତ୍ କାର୍ଯ୍ୟାଳୟରେ ପଡ଼ିଲା ତାଲା
କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…
ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ
ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…
ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…
ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…
ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…
ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…
ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍ପିଙ୍କ ପ୍ରଶଂସା
ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…
ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ
ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…
କରଞ୍ଜିଆରୁ ଫେରୁଥିଲେ ଏସ୍ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…
ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…
ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର
କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

