ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ବୁଗୁଡ଼ା,୬ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ଜେକ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଶୁକ୍ରବାର ସକାଳେ ଦୁଇ ପରିବାରର ୨ ବଖରା ଜଳିଯାଇଛି। ବିଶ୍ୱନାଥ ବେହେରାଙ୍କ କୁମ୍ଭାର ଶାଳରେ ହାଣ୍ଡି ପୋଡ଼ିବା ସମୟରେ ଅଚାନକ ଅଗ୍ନିକାଣ୍ଡ ଘଟି ତାଙ୍କର ଶାଳ ପୋଡ଼ି ଯାଇଥିବାବେଳେ ତାଙ୍କ ପଡ଼ିଶା ଘର ଫକୀର ବେହେରାଙ୍କ ରୋଷେଇ ଘର ମଧ୍ୟ ଅଗ୍ନିକାଣ୍ଡରେ ପୋଡ଼ି ଯାଇଛି। ଖବର ପାଇ ବୁଗୁଡ଼ା ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଲିଭାଇଥିଲେ। ୨ ପରିବାରକୁ ସରକାରୀ ସାହାଯ୍ୟ ଯୋଗାଇବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri