ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ବେଗୁନିଆପଡ଼ା,୨୩ା୧୧(ଡି.ଏନ.ଏ.): ବେଗୁନିଆପଡ଼ା ବ୍ଲକ କୁମ୍ଭାରଗାଁ ପଞ୍ଚାୟତର ତାଳଗାଁରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ ଆସବାବପତ୍ର ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। କୋଦଳା ଅଗ୍ନିଶମ ବାହିନୀ ଓ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ନିଆଁକୁ ଆୟତ୍ତ କରାଯାଇଥିଲା। ଅଗ୍ନି ବିପନ୍ନ ମାନେ ହେଲେ ରମେଶ ପଣ୍ଡା, ଭିକାରୀ ବେହେରା, ମଧୁ ବେହେରା, କାଳିଆ ବେହେରା। କୋଦଳା ତହସିଲଦାର ପ୍ରଭାତ କୁମାର ପରିଡ଼ା, ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ, ସ୍ଥାନୀୟ ସରପଞ୍ଚ ପ୍ରଶାନ୍ତ କୁମାର ତାରେଣୀ, ପ୍ରଭାତ କୁମାର ସାହୁ ପହଞ୍ଚତ୍ କ୍ଷତିଗ୍ରସ୍ତଙ୍କୁ ଆଶ୍ୱାସନା ଦେଇଥିଲେ। କ୍ଷତିଗ୍ରସ୍ତ ପରିବାରୁକୁ ଗୋଟିଏ ଲେଖାଏ ପାଲ ପ୍ରଦାନ କରାଯାଇଥିବା ବେଳେ ପରବର୍ତ୍ତୀ ସମୟରେ ସରକାରଙ୍କ ପକ୍ଷରୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri