ଧାମନଗର,୧୫।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ପାହାଡ଼ପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଆନନ୍ଦ ଖୁଣ୍ଟିଆଙ୍କ ଗୁହାଳ ଜଳିଯାଇଥିବା ବେଳେ ୫ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଧାମନଗର ଅଗ୍ନିଶମ କର୍ମଚାରୀ ପହଞ୍ଚିି ନିଆଁ ଲିଭାଇଛନ୍ତି।
ଧାମନଗର,୧୫।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ପାହାଡ଼ପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଆନନ୍ଦ ଖୁଣ୍ଟିଆଙ୍କ ଗୁହାଳ ଜଳିଯାଇଥିବା ବେଳେ ୫ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଧାମନଗର ଅଗ୍ନିଶମ କର୍ମଚାରୀ ପହଞ୍ଚିି ନିଆଁ ଲିଭାଇଛନ୍ତି।
ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...
ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...
ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍ ସିଭିଲ ଏଭିଏସନ (DGCA) ବୁଧବାର...
ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...
କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...
ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...
ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...
ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...
