ଅଗ୍ନିକାଣ୍ଡରେ ୫ ଗୋରୁ ଜୀବନ୍ତ ଦଗ୍ଧ

ଧାମନଗର,୧୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ପାହାଡ଼ପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଆନନ୍ଦ ଖୁଣ୍ଟିଆଙ୍କ ଗୁହାଳ ଜଳିଯାଇଥିବା ବେଳେ ୫ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଧାମନଗର ଅଗ୍ନିଶମ କର୍ମଚାରୀ ପହଞ୍ଚିି ନିଆଁ ଲିଭାଇଛନ୍ତି।