ଅଗ୍ନିକାଣ୍ଡରେ ୭ ବଖରା ଜଳିଗଲା, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି

ଭଣ୍ଡାରିପୋଖରୀ,୬।୪ (ଡି.ଏନ୍‌.ଏ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଅଲାଉତି ଗ୍ରାମରେ ରବିବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ ବଖରା ସମେତ ଘରର ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ଗ୍ରାମର ସୁରେଶ ଜେନାଙ୍କ ୨ ବଖରା, କ୍ଷୀରୋଦ ଜେନାଙ୍କ ୨ବଖରା ସମେତ ଗଣେଷ ପ୍ରସାଦ ଜେନା, ନାରାୟଣ ଜେନା ଓ ନିରଞ୍ଜନ ଜେନାଙ୍କ ଗୋଟିଏ ଲେଖାଏ ବଖରା ଜଳିଯାଇଛି। ବିଦ୍ୟୁତ୍‌ ସଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଖବର ପାଇ ଭଣ୍ଡାରିପୋଖରୀ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri