ଅଗ୍ନିକାଣ୍ଡ: ୨୦ ବଖରା ଜଳିଗଲା

ଚିକିଟି/ହାତୀଓଟ,୨୫ା୭(ଡି.ଏନ୍‌.ଏ.)- ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୮ ଆଦିବାସି ପରିବାରଙ୍କ ୧୬ ବଖରା ଜଳିଯାଇଛି। ସେହିପର ପୋଲସରା ବ୍ଲକ ହାତୀଓଟ ପଞ୍ଚାୟତର ପ୍ରାଣଦେଇପୁର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୪ ବଖରା ଜଳିଯାଇଛି।
ପ୍ରକାଶ ଯେ, ବାତରଡାପଲ୍ଲୀରେ ମଙ୍ଗଳବାର ବିଳମ୍ବିତ ରାତିରେ କୌଣସି କାରଣରୁ ନିଅଁା ଲାଗିଥିଲା। ଦିଗପହଣ୍ଡି ଦମକଳ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। କ୍ଷତିଗ୍ରସ୍ତମାନେ ହେଲେ ରୁଷିୟା ନାୟକ, ଗଣପତି ନାୟକ, ନାଥ ନାୟକ, ପାତ୍ର ଦଳାଇ, ଶଶି ଦଳାଇ, ମଙ୍ଗଳା ଦଳାଇ, ଗଣେଶ ପାଇକ ଓ ଗୋପୀ ପାଇକ। ପ୍ରତ୍ୟେକ ପରିବାରର ୨ବଖରା ଲେଖାଏ ୧୬ ବଖରା ପୋଡିଯାଇଛି। ବୁଧବାର ସକାଳେ ଚାନ୍ଦପୁର ସରପଞ୍ଚ ମନୋଜ କୁମାର ସାହୁ, ନୂଆପଡା ଆର୍‌ଆଇ ଏମ୍‌. ରଞ୍ଜନ ପହଞ୍ଚତ୍ କ୍ଷତିଗ୍ରସ୍ତ ପରିବାରଙ୍କୁ ସମବେଦନା ଜଣାଇବା ସହ ପଞ୍ଚାୟତ ପକ୍ଷରୁ ଶୁଖିଲା ଖାଦ୍ୟ ପ୍ରଦାନ କରିଥିଲେ। କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସରପଞ୍ଚ ମନୋଜ କୁମାର ସାହୁ ଦାବି କରିଛନ୍ତିି।
ସେହିପରି ପ୍ରାଣଦେଇପୁରରେ ବୁଧବାର ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟି ୨ପରିବାରର ୪ ବଖରା ଜଳିଯାଇଛି। ପୋଲସରା ଦମକଳ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ସକାଳ ପ୍ରାୟ ୭ଟାରେ ସୁବାସ ପାଣିଗ୍ରାହୀ ଓ ଭଡ଼ାଘରେ ରହୁଥିବା ମମତା ସ୍ବାଇଁଙ୍କ ଘରେ ନିଅଁା ଲାଗିଥିଲା। ସୁବାସଙ୍କ ଗ୍ୟାସ୍‌ ସିଲିଣ୍ଡର ଫାଟିଯିବାରୁ ଘର ୨ଟି ସମ୍ପୂର୍ଣ୍ଣ ପୋଡ଼ିଯିବା ସହ ଟିଣ ଉଡ଼ି ଯାଇଥିଲା। ଘରେ ଥିବା ସମସ୍ତ ଆସବାବପତ୍ର ସହ ୨୦ ବସ୍ତା ଚାଉଳ ଓ ଏକ ବସ୍ତା ଗହମ ପୋଡ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri