ଅଗ୍ରୀମ ଦରମା ନେବାକୁ ମନାକଲେ ଭିମସାର ଡାକ୍ତର

ସମ୍ବଲପୁର, ୩୦।୩ (ବ୍ୟୁରୋ)-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷେ ନିଷ୍ଠାପର ସେବା ପାଇଁ ସ୍ବାସ୍ଥ୍ୟ ବିଭାଗ ଡାକ୍ତର, କର୍ମଚାରୀଙ୍କୁ ୪ ମାସର ଅଗ୍ରୀମ ଦରମା ଦେବାକୁ ଘୋଷଣା କରିଛନ୍ତି । ହେଲେ ଏଭଳି ସ୍ଥିତିରେ ବୀରସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଜ ସେଣ୍ଟର (ଭିମସାର) ଡାକ୍ତରମାନେ ମାନବିକତା ଦେଖାଇଛନ୍ତି। ପ୍ରାୟ ୨୪ଜଣ ଡାକ୍ତରଙ୍କ ସ୍ବାକ୍ଷରତପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଏଥିରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ସରକାର ଘୋଷଣାକୁ ସ୍ବାଗତ କରିଛୁ। ହେଲେ ସଙ୍କଟର ଏହି ସମୟରେ ଆମକୁ ଅଗ୍ରୀମ ଦରମା ଦିଆ ନ ଯାଉ । ଏକସମୟରେ ଏଭଳି ଦରମା ଦେଲେ ରାଜ୍ୟ ସରକାରଙ୍କ ଆର୍ଥିକ ବୋଝ ବଢ଼ିଯିବ। ନିୟମିତ ଭାବେ ଯେଭଳି ଦରମା ଦିଆଯାଉଥିଲା ସେହିଭଳି ଦିଆଯାଉ। ଡାକ୍ତରଙ୍କୁ ମାକ୍ସ, କରୋନା ମୁକାବିଲା ପାଇଁ ସୁରକ୍ଷା ସାମଗ୍ରୀ ଯୋଗାଇ ଦେବାକୁ ସ୍ମାରକପତ୍ରର ଉଲ୍ଲେଖ କରାଯାଇଛି। ସିନିୟର ଡା. ଶଙ୍କର ରାମଚନ୍ଦାନୀ, ବଳଦେବ କୌର, ଜିତେନ୍ଦ୍ର କୁମାର ପାଣିଗ୍ରାହୀ, ସୁମନ କୁମାର ସାହୁ, ବଳରାମ ଖମାରୀ, ଅନୀଲ ଦେ, ବିଜୟ କୁମାର ଦୋରା ପ୍ରମୁଖଙ୍କ ଏଥିରେ ସ୍ବାକ୍ଷର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri