‘ଅଂଗ୍ରେଜି ମିଡିୟମ’ର ଟ୍ରେଲର ରିଲିଜ ପୂର୍ବରୁ ମନକଥା କହିଲେ ଇର୍‌ଫାନ: କନ୍ଦାଇପାରେ କିଛି ସେକେଣ୍ଡର ବାର୍ତ୍ତା

ବମ୍ବେ: କ୍ୟାନ୍‌ସରରେ ପୀଡ଼ିତ ହେବା ପରେ ଏକରକମ ଫିଲ୍ମ ଜଗତଠାରୁ ଦୂରେଇ ଯାଇଛନ୍ତି ଅଭିନେତା ଇର୍‌ଫାନ ଖାଁ। ଚିକିତ୍ସା ଚାଲୁ ରହିଥିବାରୁ ସେ ଅଭିନୟକୁ ସମୟ ଦେଇପାରୁନାହାନ୍ତି। ହେଲେ ରୋଗରେ ଆକ୍ରାନ୍ତ ହେବା ପୂର୍ବରୁ ସେ ଫିଲ୍ମ ‘ଅଂଗ୍ରେଜି ମିଡିୟମ’ର ଶୁଟିଂ ଆରମ୍ଭ କରିଦେଇଥିଲେ। ଏବେ ଶୁଟିଂ ଶେଷ ହେବା ପରେ ଟ୍ରେଲର ରିଲିଜ ହେବାକୁ ଯାଉଛି। ଗୁରୁବାର ଏହା ରିଲିଜ କରାଯିବ। ହେଲେ ଏହାପୂର୍ବରୁ ଦର୍ଶକଙ୍କ ଉଦ୍ଦେଶ୍ୟରେ ଭିଡିଓରେ ହୃଦୟସ୍ପର୍ଶୀ ବାର୍ତ୍ତା ଦେଇଛନ୍ତି, ଯାହା ଶୁଣିଲେ କାହାର ବି ଆଖି ଓଦା ହୋଇପାରେ।

ଶୁଟିଂ ସମୟର କିଛି ଦୃଶ୍ୟ ଭିଡିଓରେ ରହିଛିି। ଏହାଛଡ଼ା ଇର୍‌ଫାନଙ୍କ ସ୍ବର ମଧ୍ୟ ଶୁଣିବାକୁ ମିଳୁଛି। ଅଂଗ୍ରେଜି ମିଡିୟମ ତାଙ୍କ ପାଇଁ ବହୁତ ଖାସ୍‌। ଏହାର ପ୍ରମୋଶନ କରିବାକୁ ଚାହୁଁଛି। ହେଲେ ଶରୀର ଭିତରେ କିଛି ଅତିଥି ବସି ରହିଛନ୍ତି। ତାଙ୍କ ସହ କଥାବାର୍ତ୍ତା ଜାରି ରହିଛି।  ଆପଣ ଫିଲ୍ମକୁ ଦେଖିବାକୁ ନିହାତି ଯାଆନ୍ତୁ। ଏହା ଆପଣଙ୍କୁ ହସାଇବ, କନ୍ଦାଇବ ପୁଣି ହସାଇବ। ମୋର ଅପେକ୍ଷା କରିବେ ବୋଲି ଇର୍‌ଫାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri