ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଯୋଜନା କିଭଳି କର୍ଯ୍ୟକାରୀ ହେଉଛି ସେ ନେଇ ଶିଶୁ, ଅଭିଭାବକ, ଯାଞ୍ଚ ଓ ମାତୃ କମିଟି ସଭ୍ୟାସଭ୍ୟଙ୍କ ସହ ସେ ଆଲୋଚନା କରିଛନ୍ତି। ଏହି ବ୍ଲକରେ ୧୬୫ ଅଙ୍ଗନଓ୍ବାଡି କେନ୍ଦ୍ର ମଧ୍ୟରୁ ୨୩ କେନ୍ଦ୍ରର ନିଜସ୍ବ ଗୃହ ରହିଛି। ଗ୍ରାମ କୋଠଘର, କ୍ଲବ, ଭଡ଼ାଘର ଓ ବିଦ୍ୟାଳୟରେ ଅବଶିଷ୍ଟ କେନ୍ଦ୍ର ଚାଲିଛି। ଭିତ୍ତିଭୂମିର ବିକାଶ ନେଇ ବିଡିଓ ସରୋଜ କୁମାର ଦତ୍ତ ଓ ସିଡିପିଓ ପ୍ରମିଳା ତ୍ରିପାଠୀଙ୍କ ସହ ସେ ଆଲୋଚନା କରିଛନ୍ତି। ଗୃହ ନିର୍ମାଣ ନିମନ୍ତେ ଏକ କମିଟି ଗଠନ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପରେ ମନ୍ତ୍ରୀ ବଳପୁର, ପଣ୍ଡାସାହି, ପାରକେଣା, ବାଗଲପୁର ଅଙ୍ଗନଓ୍ବାଡି କେନ୍ଦ୍ର ଓ ଦୁଇଟି ଛତୁଆ ପ୍ରସ୍ତୁତି କେନ୍ଦ୍ର ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri