ଆସିକା,୬ା୪(ଡି.ଏନ୍.ଏ.): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଡି. ସିଙ୍ଗିପୁର ଗ୍ରାମରେ ରବିବାର ସେହି ଗ୍ରାମର ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗରେ ଜଣେ ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ବୁଧିଆ ବେହେରା। ତାଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ଅଙ୍ଗନୱାଡି କର୍ମୀ ଜଣକ ସ୍କୁଟିରେ ଘରକୁ ଫେରୁଥିଲେ। ଗାଁ ଦାଣ୍ଡରେ ବୁଧିଆ ତାଙ୍କୁ ଅଟକାଇ ତାଙ୍କୁ କାହିଁକି ରନ୍ଧାଖାଦ୍ୟ ମିଳୁନାହିଁ ବୋଲି ପଚାରିବା ସହ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ ବୋଲି ଥାନାରେ ଅଭିଯୋଗ ହୋଇଥିଲା। ଏ ନେଇ ନଂ.୮୪/୨୦ରେ ଏକ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ଧିରେଶ କୁମାର ଦାସ କହିଛନ୍ତି।
Posted inHome, ଆମ ଜିଲା ଖବର, ଗଞ୍ଜାମ View All
ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର…
ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ
ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…
ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍
ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…
ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି
କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…
ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର
ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…
ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…
ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…
IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା
ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

