ଅଙ୍ଗୁର ଓ ଲୋ ବ୍ଲଡ୍‌ ପ୍ରେସର

ବ୍ଲଡ୍‌ ପ୍ରେସର ବା ରକ୍ତଚାପ ଆଜିକାଲ ଏକ ସାଧାରଣ ସ୍ବାସ୍ଥ୍ୟଜନିତ ସମସ୍ୟା ପାଲଟିଗଲାଣି। ଏହାକୁ ଦୁଇଭାଗରେ ବିଭକ୍ତ କରାଯାଇଥାଏ-ଉଚ୍ଚ ରକ୍ତଚାପ (ହାଇ ବ୍ଲଡ୍‌ପ୍ରେସର) ଏବଂ ନିମ୍ନ ରକ୍ତଚାପ (ଲୋ ବ୍ଲଡ୍‌ପ୍ରେସର)। ଜଣେ ଲୋ ବ୍ଲଡ୍‌ ପ୍ରେସର ରୋଗୀ ନିଜର ଖାଦ୍ୟପେୟ ପ୍ରତି ସଚେତନ ହେବା ସହ ସୁସ୍ଥ ଜୀବନଶୈଳୀ ଆପଣାଇବା ଦରକାର। ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଏପରି ସମସ୍ୟା ସହ ଜଡ଼ିତ ବ୍ୟକ୍ତି ଯଦି ପ୍ରତିଦିନ କିଛି ଅଙ୍ଗୁର ଖାଆନ୍ତି ତେବେ ଲୋ ବ୍ଲଡ୍‌ପ୍ରେସର ନିୟନ୍ତ୍ରଣରେ ରହିଥାଏ। କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଭେଷଜ ବିଶେଷଜ୍ଞମାନେ ‘ଲୋ ବ୍ଲଡ୍‌ପ୍ରେସର ଏବଂ ଅଙ୍ଗୁର’ ବିଷୟବସ୍ତୁକୁ ନେଇ ଏକ ଗବେଷଣା କରି ଏପରି କଥା ଜାଣିପାରିଛନ୍ତି। ଏହା ସହ ସେହି ବ୍ୟକ୍ତି ପ୍ରଚୁର ପାଣି ପିଇବା ଆବଶ୍ୟକ। ଅଳ୍ପ ଲୁଣ ଖାଇଲେ କିଛି କ୍ଷତି ନାହିଁ ବୋଲି ସେମାନେ ପରାମର୍ଶ ଦେଇଛନ୍ତି। ଖାଦ୍ୟ ତାଲିକାରେ ଆଇରନ୍‌ଯୁକ୍ତ ଖାଦ୍ୟ ସାମିଲ କରନ୍ତୁ। ତଟକା ପନିପରିବାରେ ପ୍ରଚୁର ଆଇରନ୍‌ ଭରି ରହିଛି। ଓଟ୍‌ସରେ ଥିବା ଫାଇବର ତତ୍ତ୍ୱ ଲୋ ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ। ଏମାନେ ଦୈନନ୍ଦିନ ଖାଦ୍ୟ ତାଲିକାରେ ରସୁଣକୁ ସାମିଲ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା...

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ଟିଭି ଶୋ’ ଦେଖି ଷ୍ଟ୍ରବେରି ଚାଷ ଆରମ୍ଭକରି ଜଣେ ସଫଳ ଚାଷୀ ହୋଇପାରିଛନ୍ତି। ସେ ବିନା ମାଟି ଅର୍ଥାତ୍‌ କେବଳ ପାଣି...

ଜୀବନ୍ତ ଗ୍ରହର ଜୀବନ ରହସ୍ୟ

ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ...

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri