ଅଙ୍ଗୁଳିର ଲମ୍ବାରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ମନୁଷ୍ୟର ଶାରୀରିକ ଗଠନ ବ୍ୟକ୍ତିତ୍ୱ କଥା କହିଥାଏ ବୋଲି ସମୁଦ୍ର ଶାସ୍ତ୍ରରେ ବର୍ଣ୍ଣନା ରହିଛି। ତେବେ ଅଙ୍ଗୁଳିରୁ କିଭଳି ବ୍ୟକ୍ତିତ୍ୱ କଥା ଜାଣିହୁଏ ଆସନ୍ତୁ ଜାଣିବା।

* ଯେଉଁ ବ୍ୟକ୍ତିଙ୍କ ତର୍ଜନି ଅଙ୍ଗୁଳି ମଧ୍ୟମା ଏବଂ ଅନାମିକା ଅଙ୍ଗୁଳି ସହ ସମାନ ଥାଏ ସେମାନେ ସାଧାରଣତଃ ପ୍ରଭାବଶାଳୀ ବ୍ୟକ୍ତି ସମ୍ପନ୍ନ ହୋଇଥାନ୍ତି । ଗର୍ବ ଏବଂ ଅହଙ୍କାର ଏମାନଙ୍କ ସ୍ବଭାବର ଏକ ଅଂଶ ବିଶେଷ।
* ଯେଉଁ ବ୍ୟକ୍ତିଙ୍କ ତର୍ଜନି ଅଙ୍ଗୁଳି ମଧ୍ୟମା ଆଙ୍ଗୁଳି ଠାରୁ ବଡ ଥାଏ ସେମାନେ ଅନ୍ୟ ଉପରେ ନିଜର ପତିଆରା ଜାହିର କରିବାକୁ ପସନ୍ଦ କରିଥାନ୍ତି। ଏହି ବ୍ୟକ୍ତି ବିଶେଷଙ୍କଠାରେ ମୁନିବ ବା ବସ୍‌ ହେବାର କ୍ଷମତା ରହିଥାଏ।
* ଯେଉଁ ବ୍ୟକ୍ତିଙ୍କ ଅନାମିକା ଅଙ୍ଗୁଳି ମଧ୍ୟମା ଅଙ୍ଗୁଳି ଠାରୁ ସାନ ଏବଂ ତର୍ଜନି ଅଙ୍ଗୁଳିଠାରୁ ବଡ ହୋଇଥାଏ ସେହି ବ୍ୟକ୍ତିମାନେ ପରିଶ୍ରମୀ ହୋଇଥାନ୍ତି । ଏହି ବ୍ୟକ୍ତିମାନେ ଭାଗ୍ୟ ଅପେକ୍ଷା କର୍ମ ଉପରେ ବିଶ୍ୱାସ କରିଥାନ୍ତି ।
* ଯେଉଁ ବ୍ୟକ୍ତିଙ୍କ ତର୍ଜନି ଅଙ୍ଗୁଳି ଅନାମିକା ଅଙ୍ଗୁଳିଠାରୁ ବଡ ହୋଇଥାଏ ସେମାନେ ଉଚ୍ଚ ଆକାଂକ୍ଷା ସମ୍ପନ୍ନ ହୋଇଥାନ୍ତି ।
* ଯେଉଁ ବ୍ୟକ୍ତିଙ୍କ ତର୍ଜନି ଏବଂ ଅନାମିକା ଅଙ୍ଗୁଳି ସମାନ ଥାଏ ସେମାନେ ଜୀବନରେ ଅଧିକ ଧନ ଅର୍ଜନ କରିବା ସହ ସମାଜରେ ମାନ ସମ୍ମାନ ଲାଭ କରନ୍ତି ।
* ଯେଉଁ ବ୍ୟକ୍ତିଙ୍କ ତର୍ଜନି ଏବଂ କାଣି ଅଙ୍ଗୁଳି ସମାନ ଥାଏ ସେହି ବ୍ୟକ୍ତିମାନେ ବୁଦ୍ଧିମାନ ହୋଇଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri