ଅଚାନକ ଚଢ଼ାଉ: ଗ୍ୟାସ୍‌ କଟରେ କାଟିଦେଲେ କରତ କଳ

ଖୋର୍ଦ୍ଧା ଅଫିସ,୧୩।୯: ଖୋର୍ଦ୍ଧା ବନଖଣ୍ଡ ବାଲିପାଟଣା ବନାଞ୍ଚଳ ଅଧୀନ ଗୋଟିଏ ବେଆଇନ କରତ କଳ ଉପରେ ବନ ବିଭାଗ ପକ୍ଷରୁ ମଙ୍ଗଳବାର ସକାଳୁ ଚଢ଼ାଉ କରାଯାଇଛି। ବିଲିପଡ଼ା ଗ୍ରାମରେ ଥିବା ଏହି କରତ କଳ ଉପରେ ଭୁବନେଶ୍ୱର ଭିଜିଲାନ୍ସ ଓ ବାଲିପାଟଣା ବନାଞ୍ଚଳ ବିଭାଗ ମିଳିତ ଭାବେ ଚଢ଼ାଉ କରିଛନ୍ତି। ଭିଜିଲାନ୍ସ ଏସିଏଫ୍‌ ସାଧନା ସ୍ବାଇଁ, ଖୋର୍ଦ୍ଧା ଏସିଏଫ୍‌ ଅସିତ କୁମାର ମିଶ୍ର, ବାଲିପାଟଣା ବନାଞ୍ଚଳ ଅଧିକାରୀ ମାନସ ରଞ୍ଜନ ମହାନ୍ତିଙ୍କ ଉପସ୍ଥିତିରେ ଏହି ଚଢ଼ାଉ ହୋଇଛି। ଖୋର୍ଦ୍ଧା ବନ ବାନାଞ୍ଚଳ କର୍ମଚାରୀ ଏବଂ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଥିଲା। ଗ୍ୟାସ କଟରରେ କରତ କଳରେ ବ୍ୟବହୃତ ସାମଗ୍ରୀ କଟାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri