ଅଜଣା ଗାଡ଼ି ଧକ୍କାରେ ଡ୍ରାଇଭରଙ୍କ ଜୀବନ ଗଲା

ଯୋଡ଼ା,୨୩।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ସିଆଳିଯୋଡ଼ାଠାରେ ରବିବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳର ରଣଧୀର କୁମାର ରାଏ(୫୧)।
ବିଲେଇପଦା ଫାଣ୍ଡି ଅଧିକାରୀ ରଞ୍ଜନ କୁମାର ବିଶ୍ୱାଳଙ୍କ କହିବାନୁଯାୟୀ, ରଣଧୀର ରାତିରେ ଟ୍ରକ୍‌ (ଓଡି୦୯ଏଲ୍‌୫୪୪୫)କୁ ରାସ୍ତା ପାର୍ଶ୍ୱରେ ରଖି ଓହ୍ଲାଉଥିବା ସମୟରେ ଉକ୍ତ ରାସ୍ତା ଦେଇ ଯାଉଥିବା ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଏ ନେଇ ବିଲେଇପଦା ଥାନାରେ କେସ୍‌ ନଂ.୨୨୬/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିିଥିବା ଫାଣ୍ଡି ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ...

ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ...

ଝାଟିମାଟି ଘରେ ଜୀବନ

ନାକଟିଦେଉଳ,୧୯ା୩(ବୈକୁଣ୍ଠ ନାଥ ସାହୁ): ଗରିବ ଅସହାୟ ପରିବାରକୁ ପକ୍କା ଘର ଯୋଗାଇଦେବାକୁ ସରକାର ଆବାସ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର...

ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ

ନୀଳଗିରି,୧୯।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର...

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ...

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି...

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮...

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri