ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ଜୀବନଗଲା

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କାମଠଣା ବାଲିଜୋର ଛକରେ ଗୁରୁବାର ବିଳମ୍ବିିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛିି । ମୃତ ଯୁବକ ହେଲେ ଛତିଶଗଡ଼ର ଲାବନ ଗ୍ରାମର ଅଶୋକ କୁମାର ଘ୍ରିତଲହେରୀ (୩୪)।
ସୂଚନାଯୋଗ୍ୟ, ଗତକାଲି ରାତିରେ ଏକ ଗାଡି ଅଶୋକଙ୍କୁ ଧକ୍କା ଦେଇ ଫେରାଇ ହୋଇଯାଇଥିଲା । ଖବର ପାଇ ସଦର ଥାନା ପୋଲିସ ମୃତଦେହ ଉଦ୍ଧାରକରି ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିବା ପରେ ତାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି ବୋଲି ସଦର ଆଇଆଇସି ପ୍ରଦୀପ କୁମାର ଧରୁଆ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

ଶୌଚ ହେବାକୁ ଯାଇଥିଲେ ଲବ, ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

ସମ୍ବଲପୁର,୩।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ ବୀରସିଂଗଡ ପଞ୍ଚାୟତ ଅନ୍ତର୍ଗତ କୁମେର ଗାଁରେ ବୁଧବାର ସକାଳୁ ଏକ ବାଣୁଆ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ଶୋଚନୀୟ…

ସ୍ବାମୀ, ଦିଅର, ଯାଆ ମିଶି ଦେଉଥିଲେ ନିର୍ଯାତନା, କୋର୍ଟ ଶୁଣାଇଲେ ଏଭଳି ଦଣ୍ଡ…

ସମ୍ବଲପୁର,୨୯।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ତେନ୍ତୁଳିକୁର୍ଲା ଗ୍ରାମର ଏକ ବହୁ ଚର୍ଚ୍ଚିତ ବଧୂ ନିର୍ଯାତନା ମାମଲାରେ ସମ୍ବଲପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଦୁର୍ଘଟଣାରେ ମନ୍ଦିର ଝାଁକରଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ସମ୍ବଲପୁର,୧୨।୫(ପ୍ରମୋଦ ବହିଦାର): କିଛିଦିନ ବ୍ୟବଧାନରେ ଭାଲୁପାଲି ଛକରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସୋମବାର ଅପରାହ୍ନରେ ଏକ ବୁଲେଟ ଧକ୍କାରେ ଗୁରୁତର ଆହତ ସମଲେଇ…

ଭ୍ୟାନ୍‌-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣେ ଗୁରତର

କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍‌ ଭ୍ୟାନ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri