ଅଜଣା ରୋଗରେ ପୀଡ଼ିତ ସଞ୍ଜୀବ: ଭଗବାନ ଭରସାରେ ଗରିବ୍‌ ମା’ବାପ୍‌

ଜାମଟିକ୍ରା, ୧୮।୧୨ (ଡି.ଏନ୍‌.ଏ.)-ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଖଲିଆପାଲି ଗଁାର ନିରଞ୍ଜନ ପାଣ୍ଡେ ଆର ଚନ୍ଦ୍ରକାନ୍ତିକଁର ବଡ଼ ପୁଓ ସଞ୍ଜୀବ ପାଣ୍ଡେ(୨୧)। ସେ ଅନେକ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ଗରିବ୍‌ ମା’ବାପ୍‌ ଯାହା ପାରଲେ ଚିକିଛା କରି ସରବ୍‌ସୁଅଁାତ ହେଇଛନ୍‌। ଏହେଦେ ଟଁକା ପଏସା ଅଭାବୁ ମା’ବାପ୍‌ ପୁଓର ଉଚ ଚିକିଛା କରେଇ ନାଇଁପାରି କରି ଭଗବାନ ଭରସାରେ ରହିଛନ୍‌।
ସୂଚନା ଅନ୍‌ସାରେ ସଞ୍ଜୀବ ୮ମ ଶ୍ରେଣୀରେ ପଢ଼ଲାବେଲେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ୍‌ଲେ। ରୋଗ୍‌ ପରଭାବରେ ସେ ଚାଲବୁଲ କରି ନାଇଁପାରଲେ। ମା’ବାପ୍‌ ତାହାକୁ ପହେଲା ଅତାବିରା ଆର ପଛେ ବୁର୍ଲା ବଡ଼ ଡାକ୍‌ତରଖାନାକେ ନେଇ ଚିକିଛା କରାଲେ। ହେଲେ କିଛି ଲାଭ୍‌ ନାଇଁ ହେଲା। ଦିନୁ ଦିନ୍‌କେ ରୋଗ୍‌ ବଢ଼ତେଲ ଗଲା। ଏନ୍‌ତାଥି ସଞ୍ଜୀବ ଆଏଜ୍‌କେ ୩ ବଛର ହେଲା ମୂଲୁ ଚାଲବୁଲ କରି ନାଇଁପାରବାର, ଖଟେ ପଡ଼ି ରହିଛନ୍‌। କଥାବାରତା ବି କରି ନାଇଁପାରବାର। ଖଟେ ଗଧାମଖା, ଖିଆପିଆ, ଝାଡ଼ାଝପଟ କରୁଛନ୍‌। ମା’ ଚନ୍ଦ୍ରକାନ୍ତି ପୁଓର ସବୁ ସେବାଯତନ କରୁଛନ୍‌। ଇଆଡ଼େ ସଞ୍ଜୀବର ବାପା ନିରଞ୍ଜନ ସଖାଲ ପାଏଲେ ଦୁଖ୍‌ସୁଖ କଲେ ଯାଇ ଘରର ଚୁଲି ଜଲୁଛେ। ଏନ୍‌ତା ଅଭାବିଆ ପରିସ୍ଥିତିରେ ଗରିବ୍‌ ମା’ବାପ୍‌ ପୁଓର ଉଚ ଚିକିଛା କରେଇ ନାଇଁ ପାରିକରି ଦୁଖେ ଭାଂଗି ପଡ଼ିଛନ୍‌। ସରକାରୀ ସାହାଯ୍‌ ହିସାବେ ସଞ୍ଜୀବକେ ମାସିକ ୫ କେ.ଜି. ଚାଉଲ ଆର ଭତା ଟଁକା ମିଲୁଛେ। ହେଲେ ଆଏଜ୍‌ତକ ସଞ୍ଜୀବକେ ତିନ୍‌ଚକିଆ ସାଇକେଲ କି ଆବାସ ଯୋଜନାରେ ତାକର ପରିବାରକେ ଘରଖଁଡ଼େ ନାଇଁ ମିଲିପାରି। ଇଆଡ଼େ ସଞ୍ଜୀବର ବାପା ଗଲା ବଛର ଗୁଟେ ଦେଉଲରେ ରଂଗ ଦେଲାବେଲେ ହିଟିପଡଲାରୁ ଗୋଡ଼ ଭାଂଗି ଯାଇଥିଲା। ତାକର ବି ଅପରେଶନ କରି ଗୁଡ଼େ ଲୁହାରଡ୍‌ ଲଗାହେଇଛେ। ହେଲେ ଟଁକା ପଏସା ଅଭାବୁ ସେ ବି ଗୁଡେ ଲାଗିଥିବାର ଲୁହାରଡ୍‌ ଖୁଲେଇ ନାଇଁପାରବାର। ଏନ୍‌ତାଥି ଗରିବ୍‌ ଦମ୍ପତି ଗଣମାଧ୍ୟମ ଜରିଆରେ ମୁଖ୍ୟମନ୍ତ୍ରୀ ଆର ଜିଲା ପରଶାସନକେ ବାପ୍‌ପୁଓର ଚିକିଛା ସାହାଯ୍‌ ସଂଗେ ପରିବାରକେ ସରକାରୀ ସୁବିଧା ସୁଯୋଗ ଯୁଗେଇ ଦେବାକେ ଗୁହାରି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri