Posted inଫୁରସତ

ଅଜବ ମହୋତ୍ସବ : ଯାହା କେବେ ଦେଖି ନ ଥିବେ

ବିଶ୍ୱରେ ଅନେକ ଉତ୍ସବ ବା ମହୋତ୍ସବ ପାଳନ କରାଯାଇଥାଏ। ବିଭିନ୍ନ ଧର୍ମରେ ଉତ୍ସବ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ସାଧାରଣତଃ ଉତ୍ସବରେ ଲୋକେ ନୂଆ ବସ୍ତ୍ର, ଅଳଙ୍କାର ପିନ୍ଧି ସୁସ୍ବାଦୁ ବ୍ୟଞ୍ଜନର ଆୟୋଜନ କରିଥାନ୍ତି। ଅଧିକାଂଶ ସ୍ଥାନର ନାଚଗୀତର ଆସର ବି ଜମେ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି ଏମିତି ଉତ୍ସବ, ଯେଉଁଥିରେ ଲୋକେ ଭୂତ ପ୍ରେତ ପରି ପୋଷାକ ପିନ୍ଧିଥାନ୍ତି। ଅବିଶ୍ୱାସ ଲାଗୁଥିଲେ ମଧ୍ୟ ସତ।


ଏକ ରିପୋର୍ଟ ଅନୁଯାୟୀ, ଏପରି ଉତ୍ସବ ମେକ୍ସିକୋରେ ପ୍ରତିବର୍ଷ ଆୟୋଜନ କରାଯାଇଥାଏ। ‘ଡେ ଅଫ୍‌ ଦ ଡେଡ୍‌’ ନାମକ ଏହି ଉତ୍ସବ ଦୁଇଦିନ ଧରି ଚାଲିଥାଏ। ଯାହା ଆଜି ଅର୍ଥାତ୍‌ ଶନିବାର ଆରମ୍ଭ ହୋଇଛି। ପ୍ରାୟ ୨ ହଜାର ବର୍ଷ ତଳୁ ଏହି ଉତ୍ସବ ପାଳନ କରାଯାଇଆସୁଛି। ଏଠାକାର ଲୋକେ ବିଶ୍ୱାସ କରନ୍ତି, ତାଙ୍କର ପୂର୍ବପୁରୁଷମାନେ ପରିବାର ଲୋକଙ୍କ ସହ ଗୋଟିଏ ଦିନ ରହିବାକୁ ଏହିଦିନ ମର୍ତ୍ତ୍ୟକୁ ଆସିଥାନ୍ତି। ତାଙ୍କର ଆତ୍ମା ଶାନ୍ତି ପାଇଁ ଏହି ଉତ୍ସବ ପାଳନ କରାଯାଇଥାଏ। ଆଉ ଏକ ଖାସ୍‌ କଥା ହେଲା ଏହି ଉତ୍ସବରେ ପରେଡ୍‌ ହୋଇଥାଏ। ପରେଡେ୍‌ରେ ପୋଲିସ ପ୍ରଶାସନ ଭାଗ ନେଇ ନ ଥାନ୍ତି। ଏଥିରେ କଙ୍କାଳ ପରି ବେଶଭୂଷାରେ ସଜ୍ଜିତ ହୋଇଥା’ନ୍ତି ଲୋକେ। ଏହି ପରେଡ୍‌କୁ କ୍ୟାଟ୍ରିନା କୁହାଯାଏ। ମେକ୍ସିକୋ ସହରର ଟାଲାହୁଆକ୍‌ ରାସ୍ତାରେ ଏହି ଉତ୍ସବର ଆୟୋଜନ କରାଯାଇଥାଏ। ଯେଉଁଥିରେ ଭୂତ ପ୍ରେତଙ୍କ କଙ୍କାଳ ପରି ପୋଷାକ ପିନ୍ଧି ଉତ୍ସବ ମନାଇଥାନ୍ତି ସହରବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri