ଅଜିତ୍‌ ଡୋଭାଲ୍‌ ଭୂମିକାରେ ଅକ୍ଷୟ କୁମାର

ବଲିଉଡର ସଫଳ କଳାକାରଙ୍କ ମଧ୍ୟରେ ରହିଛନ୍ତି ଅଭିନେତା ଅକ୍ଷୟ କୁମାର। ସମାଜରେ ଥିବା ବିଭିନ୍ନ ସମସ୍ୟାକୁ ନେଇ ଫିଲ୍ମ କରିବା ସହ ବର୍ଷରେ ଏକାଧିକ ଫିଲ୍ମରେ ନଜର ଆସୁଛନ୍ତି ଖିଲାଡି କୁମାର। ତାଙ୍କର ସବୁ ଫିଲ୍ମ ବକ୍ସ ଅଫିସରେ ହିଟ ସାବ୍ୟସ୍ତ ହେଉଥିବା ବେଳେ ୨୦୧୯ରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି ଅଭିନେତା ଅକ୍ଷୟ କୁମାର। ଗୋଟିଏ ପରେ ଗୋଟିଏ ସୁପରହିଟ୍‌ ଫିଲ୍ମ ଦେଇଚାଲିଥିବା ଅକ୍ଷୟଙ୍କ ଅଗଷ୍ଟ ୧୫ରେ ‘ମିଶନ୍‌ ମଙ୍ଗଳ’, ଅକ୍ଟୋବରରେ ‘ହାଉସଫୁଲ-୪’, ଡିସେମ୍ବର ‘ଗୁଡ୍‌ ନ୍ୟୁଜ’ ରିଲିଜ୍‌ ହେବ। ତେବେ ନିର୍ଦ୍ଦେଶକ ନୀରଜ ପାଣ୍ଡେଙ୍କ ଆଗାମୀ ସିନେମାରେ ନଜର ଆସିବେ ଅକ୍ଷୟ। ଏହି ଫିଲ୍ମରେ ସେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲଙ୍କ ଚରିତ୍ରରେ ଦେଖାଦେବେ। ଫିଲ୍ମଟି ଅଜିତଙ୍କ ଜୀବନୀଙ୍କୁ ନେଇ ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri