Posted inଜାତୀୟ

ଅଜିତ ପାଓ୍ବରଙ୍କୁ ମିଳିଲା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ

ମୁମ୍ବାଇ,୩୦।୧୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସମୟରେ ମୋଟ ୩୬ଜଣଙ୍କୁ ମନ୍ତ୍ରୀ ପଦ ମିଳିଛି। ସୂଚନାଯୋଗ୍ୟ, ନଭେମ୍ବର ୨୮ରେ ମହାରାଷ୍ଟ୍ରରେ ଶିବସେନା, ଏନ୍‌ସିପି ଓ କଂଗ୍ରେସ ମେଣ୍ଟ ସରକାର ଗଠନ ହୋଇଥିବା ବେଳେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ହୋଇ ନ ଥିବା ବେଳେ ଏହା ପ୍ରଥମ ସମ୍ପ୍ରସାରଣ ହେଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri