ଅଜ୍ଞାତ ବନ୍ଧୁକଧାରୀଙ୍କ ଗୁଳିରେ ୧୩ ମୃତ

ମିନାଟିଟଲାନ୍‌,୨୧ା୪(ଏଏଫ୍‌ପି): ମେକ୍ସିକୋର ଭେରାକ୍ରୁଜ୍‌ରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଗୁଳିମାଡରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସାଧାରଣ ନିରାପତ୍ତା ସେକ୍ରେଟେରିଏଟ୍‌ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବନ୍ଧୁକଧାରୀମାନେ ମିନାଟିଟଲାନ୍‌ସ୍ଥିତ ପରିବାର ପୁନର୍ମିଳନ କେନ୍ଦ୍ରକୁ ଆସି ସ୍ଥାନୀୟ ବାର୍‌ର ମାଲିକ ‘ଏଲ୍‌ ବେକି’ଙ୍କୁ ଦେଖିବାକୁ ଚାହିଁଥିଲେ। ଏହାପରେ ସେମାନେ ଆଖିବୁଝା ଗୁଳିଚାଳନା କରିଥିଲେ। ଏହି ଆକ୍ରମଣରେ ୭ ପୁରୁଷ, ୫ ମହିଳା, ଜଣେ ଶିଶୁ ମୃତ୍ୟୁବରଣ କରିଥିବା ବେଳେ ୪ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri