ଅଜୟ-ସୈଫ୍‌ଙ୍କ ‘ତାନାଜୀ’ର ରେକର୍ଡ, ସପ୍ତାହେ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ

ବମ୍ବେ: ରିଲିଜର ଗୋଟିଏ ସପ୍ତାହ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ ହୋଇଛି ଫିଲ୍ମ ‘ତାନାଜି-ଦ ଅନ୍‌ସଙ୍ଗ ଓ୍ବାରିୟର’। ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଫିଲ୍ମରେ ପ୍ରମୁଖ ଭୂମିକାରେ ଅଜୟ ଦେବଗନ, କାଜୋଲ ଏବଂ ସୈଫ ଅଲ୍ଲୀ ଖାଁଙ୍କୁ ଦେଖିବାକୁ ମିଳୁଛି। ରିଲିଜର ଷଷ୍ଠ ଦିନରେ ଚଳଚ୍ଚିତ୍ରଟି ଶହେ କୋଟି ବ୍ୟବସାୟ କରିସାରିଛି। ଆଗାମୀ ଦିନରେ ମଧ୍ୟ ଏହା ଅନେକ ରେକର୍ଡ କରିପାରେ ବୋଲି ଆଶା ରଖିଛନ୍ତି ନିର୍ମାତା।

ନୂଆ ବର୍ଷର ପ୍ରଥମ ଭେଟି ଭାବେ ଅଜୟଙ୍କ ଏହି ଫିଲ୍ମ ପରଦାକୁ ଆସିଥିଲା। ଏହାକୁ ଟକ୍କର ଦେଉଛି ଦୀପିକା ପାଦୁକୋନ ଅଭିନୀତ ଫିଲ୍ମ ‘ଛପାକ’। ସତ୍ୟ ଘଟଣା ଉପରେ ଉଭୟ କାହାଣୀ ପର୍ଯ୍ୟବେଶିତ। ଏହାସତ୍ତ୍ୱେ ତାନାଜି ବ୍ୟବସାୟରେ ରେକର୍ଡ କରିଛି। ଫିଲ୍ମର ବଜେଟ ୧୫୦ କୋଟି ରହିଥିବା ବେଳେ କମ୍‌ ସମୟରେ ଏହା ୧୦୦ କୋଟି ବ୍ୟବସାୟ କରିସାରିଲାଣି। ଏଣୁ ବ୍ୟବସାୟ ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ଫିଲ୍ମଟି ଅଜୟଙ୍କ କ୍ୟାରିୟର ପାଇଁ ମଧ୍ୟ ସଫଳତା ଆଣିଦେଇଛି। ଏହା ଶହେ କୋଟି କ୍ଲବରେ ସାମିଲ ହୋଇଥିବା ତାଙ୍କ ଜୀବନର ୧୦୦ତମ ଫିଲ୍ମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ହେବ ଏହି ବଡ଼ ବ୍ୟାଙ୍କ? ଆକାଉଣ୍ଟରେ ଟଙ୍କା ଥିଲେ ଗ୍ରାହକଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୨୭।୧୦: ଆଜିକାଲି ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକର ଅଂଶଧନ କିଣିବା ଏବଂ ଅଧିଗ୍ରହଣ (Acquisition)କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ସମୟରେ ବନ୍ଧନ ବ୍ୟାଙ୍କ (Bandhan Bank)କୁ…

ପୁଣି ମା’ ହେବେ ଅନୁଷ୍କା! ଭିଡିଓ ଭାଇରାଲ ପରେ ବଢିଲା…

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣିଥରେ ମା’ ହେବେ ବୋଲି ଗୁଜବ ଉଠିଛି। ଭାରତୀୟ କ୍ରିକେଟର୍‌ ତଥା ତାଙ୍କ ସ୍ବାମୀ ବିରାଟ କୋହଲିଙ୍କ ସହ ମୁମ୍ବାଇରେ ନଜର…

ସ୍ୱାତୀ ନକ୍ଷତ୍ରରେ ବୁଧଙ୍କ ଏଣ୍ଟ୍ରି: ନଭେମ୍ୱର ୩ରୁ ୫ ରାଶିରେ ଧନବର୍ଷା, ଚାକିରିରେ ବଡ଼ ପଦୋନ୍ନତି…

ବୁଧ ଗ୍ରହଙ୍କ ନକ୍ଷତ୍ର ଚଳନ ହେତୁ ବୃଷ, ମିଥୁନ, ସିଂହ, ତୁଳା ଏବଂ ଧନୁ ରାଶିର ବ୍ୟକ୍ତିବିଶେଷଙ୍କୁ ଲାଭ ମିଳିପାରେ। ଏହି ରାଶିର ଲୋକଙ୍କ ପାଇଁ କ୍ୟାରିୟର…

ଅଭିଷେକ ଶର୍ମାଙ୍କ ରେକର୍ଡ ବର୍ଷା: କୋହଲିଙ୍କୁ ପକାଇଲେ ପଛରେ, ମାତ୍ର ୩୫ ବଲ୍‌ରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଉଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମାଙ୍କ ବ୍ୟାଟ୍‌ରୁ ରନ ବର୍ଷା ହୋଇଛି। ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୯୯ ରନ୍‌ର…

Featured Video Play Icon

ବିଶେଷଜ୍ଞଙ୍କ ଭୟଙ୍କର ଆକଳନ! ଆଜି ମଧ୍ୟରାତ୍ରିରେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ବଳ ଗୋଟାଉଛି ବାତ୍ୟା ଅର୍ଣ୍ଣବ। ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୨୨ କିମି ବେଗରେ ପଶ୍ଚିମ ଦିଗକୁ ଗତି କରୁଛି । ବିଶାଖାପାଟଣାଠୁ…

DA ବୃଦ୍ଧିକୁ ନେଇ ବଡ଼ ଅପଡେଟ୍‌: ଜଣାପଡିଲା କାହିଁକି ହେଉଛି ଡେରି!

ନୂଆଦିଲ୍ଲୀ,୨୭।୧୦: କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମନରେ ଏବେ ଗୋଟିଏ ପ୍ରଶ୍ନ ଉଙ୍କି ମାରୁଛି ଜୁଲାଇ ୨୦୨୬ରୁ ଲାଗୁ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧି…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ଅଘଟଣ: ଏମିତି କିଛି ଘଟିଲା ଆଖି ବନ୍ଦ କରିଦେଲେ ବ୍ୟାଟର୍‌, ସମସ୍ତେ ଆଶ୍ଚର୍ଯ୍ୟ

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ଚାଲିଥିବା ବେଳେ ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ନ୍ୟୁଜିଲାଣ୍ଡର ବ୍ୟାଟର୍‌ ଡାରିଲ ମିଚେଲଙ୍କ ଏକ…

ଅର୍ଶଦୀପଙ୍କ ବିଶ୍ୱରେକର୍ଡ: ନ୍ୟୁଜିଲାଣ୍ଡ ବିପକ୍ଷରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟି-୨୦ ସିରିଜ୍‌ର ତୃତୀୟ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ ଏକ ବଡ଼ ରେକର୍ଡ ନିଜ ନାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?