ଅଟକିଲା ଆନନ୍ଦ ବିହାର ସୁବିଧା ସ୍ପେଶାଲ ଟ୍ରେନ ସେବା: ପୁରୀ-ଆନନ୍ଦ ବିହାର ନୀଳାଚଳ ଏକ୍ସପ୍ରେସ ବାତିଲ

ଭୁବନେଶ୍ୱର,୨୦।୧୦ (ବ୍ୟୁରୋ): ରବିବାରଠାରୁ ଭୁବନେଶ୍ୱରରୁ ନୂଆଦିଲ୍ଲୀକୁ ଆରମ୍ଭ ହେବାକୁ ଥିବା ସୁବିଧା ସ୍ପେଶାଲ ଟ୍ରେନକୁ ବାତିଲ୍‌ କରାଯାଇଛି। ଉତ୍ତର ରେଳପଥର କେତେକ ସମସ୍ୟା ଯୋଗୁ ଏହି ସେବାକୁ ଅସ୍ଥାୟୀ ଭାବେ ଅଟକାଯାଇଛି।

ପୂଜା ଋତୁ ଓ ବିଭିନ୍ନ ନିଯୁକ୍ତି ପ୍ରକ୍ରିୟା ଚାଲୁଥିବାରୁ ପୂର୍ବତଟ ରେଳପଥ ପକ୍ଷରୁ ଭିଡ଼ ନିୟନ୍ତ୍ରଣ ପାଇଁ ଭୁବନେଶ୍ୱର-ଆନନ୍ଦ ବିହାର ଟର୍ମିନାଲ ସୁବିଧା ସ୍ପେଶାଲ (୮୨୪୧୯-୮୨୪୨୦) ଟ୍ରେନ ଚଳାଚଳ କରିବାକୁ ଯୋଜନା କରାଯାଇଥିଲା। ଅକ୍ଟୋବର ୨୦ ତାରିଖରୁ ୧୦ ନଭେମ୍ବର ପର୍ଯ୍ୟନ୍ତ ଏହି ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିଥାନ୍ତା। ସେହିପରି ପୁରୀ-ଆନନ୍ଦ ବିହାର ନୀଳାଚଳ ଏକ୍ସପ୍ରେସ ଉଭୟ ଦିଗରୁ ଶୁକ୍ରବାରଠାରୁ ସୋମବାର ପର୍ଯ୍ୟନ୍ତ ବାତିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri