ଅଟୋକୁ ଧକ୍କା ଦେଇ ଡମ୍ପର ଫେରାର: ୩ ଗୁରୁତର

ବସ୍ତା,୩୧।୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥର ବସ୍ତା ବାହାର୍ଦ୍ଦା ମଧ୍ୟବର୍ତ୍ତୀ ପୁନସିଦାଠାରେ ବୁଧବାର ଅପରାହ୍ନ ୩ଟାରେ ଏକ ଦୁର୍ଘଟଣା ଘଟିଛି। ବାଲେଶ୍ୱରରୁ ଆସୁଥିବା ଏକ ଅଟୋକୁ ଡମ୍ପର ଧକ୍କାଦେବା ଯୋଗୁ ୩ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ଗୁରୁତରମାନଙ୍କୁ ଉଦ୍ଧାର କରି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଡମ୍ପରଟି ଫେରାର ହୋଇଯାଇଥିବା ଜଣାପଡ଼ିଛି। ତେବେ ଖବର ଲେଖାଯିବା ପର୍ଯ୍ୟନ୍ତ ଆହତମାନଙ୍କର ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri