ହିଞ୍ଜିଳିକାଟୁ,୨୪ା୯(ଡି.ଏନ୍.ଏ.) -ହିଞ୍ଜିଳି ଥାନା ପୋଚିଲିମା ଛକରେ ସୋମବାର ସନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ଡ଼ାଲା ଅଟୋ ଓଲଟି ପଡ଼ିବାରୁ ଏଥିରେ ଥିବା ୬ ଜଣ ମହିଳା ଶ୍ରମିକ ଆହତ ହୋଇଛନ୍ତି। ସେମାନେ ହେଲେ ହିଞ୍ଜିଳି ଥାନା ପୋଚିଲିମା ଗ୍ରାମର ନର୍ମଦା ଦାସ (୧୮), ମନିଷା ଦାସ (୧୮), ବବି ଦାସ (୩୦), ମୋନାଲିସା ଦାସ (୧୮), ତମାଳ ଦାସ(୫୫) ଓ ମାମିନି ଦାସ(୧୮)। ଆହତ ମହିଳା ଶ୍ରମିକମାନେ ହିଞ୍ଜିଳିକାଟୁରୁ ଏକ ଡ଼ାଲା ଅଟୋରେ କାମ ସାରି ଘରକୁ ଫେରୁଥିଲେ। ପୋଚିଲିମା ଛକରେ ଅଟୋଟି ରାସ୍ତା ପାର୍ଶ୍ୱ ବିଲ ଭିତରକୁ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ମାମିନି ଓ ବବିଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ପୋଲିସ ପହଞ୍ଚତ୍ ଘଟଣାର ତଦନ୍ତ ଚଳାଇଛି।
ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…
ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…
ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ
ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…
ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…
ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…
ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ
କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…
ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…
ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି
ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…
‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’
ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…
Archives

