ଅଟୋ ଓଲଟି ୭ ଆହତ, ଜଣେ ଗୁରୁତର

ବୁଗୁଡ଼ା,୧୬ା୧୨(ଡି.ଏନ.ଏ.)-ବୁଗୁଡ଼ା ସହର ଚଢ଼ିଆପଲ୍ଲୀ ମୁଖ୍ୟରାସ୍ତାରେ ସୋମବାର ଏକ ଅଟୋ ଓଲଟି ପଡ଼ିବାରୁ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନେ ହେଲେ ବଗୁଡ଼ା ଥାନା ତାକରଡ଼ା ଗ୍ରାମର ପୂର୍ବତନ ସମିତିସଭ୍ୟ ମୁକୁନ୍ଦ ନାୟକ, ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର ପ୍ରଧାନ, ଅଳିୟ ନାୟକ, ଉଦୟନାଥ ନାୟକ, ଶଙ୍କର ନାୟକ, ନାରାୟଣ ପ୍ରଧାନ ଓ ବ୍ରଜେନ୍ଦ୍ର ପ୍ରଧାନ।
ସକାଳେ ୭ଜଣ ବ୍ୟକ୍ତି ତାକରଡ଼ାରୁ ଅଟୋରେ ପୋଲସରା ଯାଉଥିବା ବେଳେ ଚଢ଼ିଆପଲ୍ଲୀ ମୁଖ୍ୟରାସ୍ତାରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅଳିୟଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri